Posted inଜାତୀୟ

ଭୁଶୁଡିଲା କୋଇଲା ଖଣି: ୧୨ ଶ୍ରମିକ ପୋତି ହୋଇଯାଇଥିବା ଆଶଙ୍କା

ରାଞ୍ଚି,୨୧।୪:ଝାଡ଼ଖଣ୍ଡର ଧାନବାଦର ଡୁମାରଜୋଡ ଅଞ୍ଚଳରେ ବେଆଇନ କୋଇଲା ଖନନ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରମିକମାନେ କାମ କରୁଥିବା ସମୟରେ ହଠାତ୍‌ କୋଇଲା ଖସି ଭୁଶୁଡି ପଡିବାରୁ ୧୨ରୁ ଅଧିକ ଶ୍ରମିକ ପୋତି ହୋଇଯାଇଥିବା ଆଶଙ୍କା କରାଯାଉଛି। ସୂଚନା ଅନୁଯାୟୀ, ଭାରତ କୋକିଙ୍ଗ କୋଲ ଲିମିଟେଡ (ବିସିସିଏଲ୍‌) ନାମକ କୋଇଲା ଖଣିରେ ଏଭଳି ମର୍ମନ୍ତୁଦ ଘଟଣା ଘଟିଛି। ଏହି କୋଇଲା ଖଣିରେ ବେଆଇନ ଖଣି ଖନନ ଚାଲିଥିଲା। କୋଇଲା ଖଣି ପ୍ରାୟ ୫୦ ଫୁଟ ଧସିଥିବା ଜଣାପଡିଛି।
ଚଳିତ ବର୍ଷ ଫେବୃଆରୀରେ ଧାନବାଦରେ ଏକ ବେଆଇନ କୋଇଲା ଖଣି ଭୁଶୁଡି ପଡି ଦୁଇରୁ ଅଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଝଟ୍‌କା: ଏଏପିରେ ସାମିଲ ହେଲେ ପ୍ରଦୀପ ଛାବ୍ରା

ଚଣ୍ଡିଗଡ଼,୧୩।୮: ସରକାର ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡ଼ିଥିବା କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଚଣ୍ଡିଗଡ଼ କଂଗ୍ରେସର ପୂର୍ବତନ ରାଜ୍ୟ ସଭାପତି ପ୍ରଦୀପ ଛାବ୍ରା...

କଣ୍ଟ୍ରାସେପଶନ ବ୍ୟବହାର କରୁନାହାନ୍ତି ୫୭% ଭାରତୀୟ

ନୂଆଦିଲ୍ଲୀ,୧।୧୨: ବିଶ୍ୱ ଏଡସ ଦିବସ ଅବସରରେ ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ୫୭ ପ୍ରତିଶତ ଭାରତୀୟ ଯୌନ ସମ୍ପର୍କ ସମୟରେ...

ସିଏଏ ବିରୋଧୀ ଶୋଭାଯାତ୍ରାବେଳେ ରାମଭକ୍ତଙ୍କ ଉନ୍ମତ୍ତକାଣ୍ଡ: ବନ୍ଧୁକ ବୁଲାଇଲେ, ଗୁଳି ଚଳାଇଲେ

ନୂଆଦିଲ୍ଲୀ,୩୧-୧(ପି.ଟି.):କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ଦିନକୁ ଦିନ ହିଂସା ବଢ଼ିବାରେ ଲାଗିଛି। ଏହିକ୍ରମରେ ଗୁରୁବାର ଦିଲ୍ଲୀର ଜାମିଆ ନଗରରେ ଏକ...

ସାକ୍ଷୀ ପୁଣି ଗର୍ଭବତୀ ଖବର ପରେ, ଏମ୍‌ଏସ୍‌ଙ୍କ ଫ୍ୟାମିଲି ଫଟୋ ଭାଇରାଲ…

ନୂଆଦିଲ୍ଲୀ, ୧୮।୧୨: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ (ଏମ୍‌ଏସ୍‌ ଧୋନୀ)ଙ୍କ ସ୍ତ୍ରୀ ସାକ୍ଷୀ ପୁଣି ଗର୍ଭବତୀ ହୋଇଥିବା ଖବର ପ୍ରଚାରିତ ହେଉଥିବାବେଳେ...

ଟିକାଦାନ ଏବେ ଭୋଟ୍‌ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ...

ଭାଜପା ସରକାରକୁ ଆସିଲେ ଜୋତା ଚାଟିବ ପୋଲିସ

କୋଲକତା,୨୫।୧୧: ଆସନ୍ତା ବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ଭାରତୀୟ ଜନତା ପାର୍ଟି ଏବଂ ଶାସକ ଦଳ ତୃଣମୂଳ କଂଗ୍ରେସ ମଧ୍ୟରେ ଆରୋପପ୍ରତ୍ୟାରୋପ...

ଅଭିଯୋଗ ଆଣିଲେଣି ତେଜସ୍ୱୀ

ପାଟନା,୧୨ ।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଏବେ ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ମହାମେଣ୍ଟର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି...

ବାବରୀ ମସଜିଦ୍‌ ଭଙ୍ଗା ମାମଲା: କଲ୍ୟାଣ ସିଂଙ୍କ ସମେତ ଭାଜପାର ଅନ୍ୟ ୧୩ ନେତାଙ୍କ ଉପରେ ସିବିଆଇ ନଜର

ନୂଆଦିଲ୍ଲୀ,୧୦।୯: କଲ୍ୟାଣ ସିଂ ରାଜ୍ୟପାଳ ପଦ ଛାଡ଼ିବା ପରେପରେ ଏବେ ତାଙ୍କ ଉପରେ ସଙ୍କଟ ଦେଖାଦେଇଛି। ବାବରୀ ମସଜିଦ୍‌ ଭଙ୍ଗା ମାମଲାରେ କଲ୍ୟାଣ ସିଂଙ୍କ ସମେତ...

Advertisement
Archives

Model This Week