Posted inଜାତୀୟ

ଝାଡ଼ଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ କରୋନା ଆକ୍ରାନ୍ତ

ରାଞ୍ଚି,୧୮।୪: ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ କରୋନା ଆକ୍ରାନ୍ତ ହୋଇଛନ୍ତି। ଶନିବାର ତାଙ୍କର ଆର୍‌ଟିପିସିଆର ରିପୋର୍ଟ ପଜିଟିଭ୍‌ ଆସିଥିଲା ବୋଲି ରାଜଭବନର ଜଣେ ଡାକ୍ତର କହିଛନ୍ତି। ରାଜ୍ୟପାଳଙ୍କୁ ଚିକିତ୍ସା ଲାଗି ରାଞ୍ଚିର ‘ଭଗବାନ ମହାବୀର ମେଡିକାଲ ସୁପରସ୍ପେଶାଲିଷ୍ଟ ହସ୍ପିଟାଲ’ରେ ଭର୍ତ୍ତି କରାଯାଇଛି । ରାଜ୍ୟପାଳଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ।

ସୂଚନାଯୋଗ୍ୟ, ମାର୍ଚ୍ଚ ୯ ତାରିଖରେ ରାଜ୍ୟପାଳ ରାଞ୍ଚିର ସଦର ଡାକ୍ତରଖାନାରେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri