Posted inଜାତୀୟ

ଝାଡ଼ଖଣ୍ଡ ଖଣି ସଚିବ ପୂଜା ସିଂଘଲ ନିଲମ୍ବିତ

ନୂଆଦିଲ୍ଲୀ,୧୨।୫: ମନି ଲଣ୍ଡରିଂ ମାମଲାରେ ଗିରଫ ହେବାର ଦିନକ ପରେ ଝାଡ଼ଖଣ୍ଡ ଖଣି ସଚିବ ପୂଜା ସିଂଘଲଙ୍କୁ ଭାରତୀୟ ପ୍ରଶାସନିକ ସେବାରୁ ନିଲମ୍ବନ କରାଯାଇଛି। କାର୍ମିକ ଓ ତାଲିମ ବିଭାଗ ପକ୍ଷରୁ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏମ୍‌ଜିଏନ୍‌ଆରଇଇଜିଏ ପାଣ୍ଠି ଦୁର୍ନୀତିରେ ପୂଜାଙ୍କୁ ୫ ଦିନ ଇଡି ହାଜତକୁ ପଠାଇଦିଆଯାଇଛି। ନିକଟରେ ଇଡି ଚଢ଼ାଉ ବେଳେ ତାଙ୍କ ଘରୁ ୧୯.୩୧ କୋଟି ନଗଦ ଟଙ୍କା ଜବତ ହୋଇଥିଲା। ଏତେ ଟଙ୍କା କେଉଁଠୁ ଆସିଲା ଇଡି ଏହାର ତଦନ୍ତ ଚଳାଇଛି। ପୂଜାଙ୍କ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସୁମନ କୁମାରଙ୍କର ୪ଟି କାର୍‌ ଜବତ ହେବା ସହ ତାଙ୍କୁ ଶନିବାର ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୯୪୭ରେ ମୁସଲମାନଙ୍କୁ ପାକ୍‌ ପଠାଇଦେବା ଉଚିତ ଥିଲା

ପାଟନା, ୨୨ା୨: ଦେଶ ସ୍ବାଧୀନତା ବେଳେ ସମସ୍ତ ମୁସଲମାନଙ୍କୁ ପାକିସ୍ତାନ ପଠାଇଦେବା ଉଚିତ ଥିଲା ବୋଲି କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ଫାୟାର୍‌ବ୍ରାଣ୍ଡ ନେତା ଗିରିରାଜ ସିଂ...

ଆଜମ ଖାଁଙ୍କ ବିଧାନସଭା ସଦସ୍ୟ ପଦ ରଦ୍ଦ

ଲକ୍ଷ୍ନୌ,୨୮।୧୦: ହେଟ ସ୍ପିଚ୍‌ ମାମଲାରେ ସମାଜବାଦୀ ପାର୍ଟି ନେତା ଆଜମ ଖାଁଙ୍କ ବିଧାନସଭା ସଦସ୍ୟ ପଦ ରଦ୍ଦ କରିଦିଆଇଛି। ଗୁରୁବାର ରାମପୁର କୋର୍ଟ ଏହି ମାମଲାରେ...

ଏସିଡ୍‌ ଆକ୍ରମଣରେ ବରକନ୍ୟାଙ୍କ ସମେତ ୧୨ ଆହତ

ଜଗଦଲପୁର,୨୦ା୪: ଛତିଶଗଡ଼ର ବସ୍ତର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ବିବାହ ଉତ୍ସବ ଚାଲିଥିବା ବେଳେ କେହି ଦୁର୍ବୃତ୍ତ ଏସିଡ୍‌ ଭଳି ସାମଗ୍ରୀ ଫିଙ୍ଗିବାରୁ ବରକନ୍ୟାଙ୍କ ସମେତ...

ଦେଶରେ ଦୈନିକ ୮୨ ମର୍ଡର

ନୂଆଦିଲ୍ଲୀ,୧।୯: ଭାରତରେ ୨୦୨୧ରେ ଦୈନିକ ହାରାହାରି ୮୨ ଜଣଙ୍କୁ ହତ୍ୟା କରାଯାଇଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ରିପୋର୍ଟରୁ ଜଣାପଡ଼ିଛି। ପ୍ରତି ୧ ଲକ୍ଷ...

ମଣିପୁର ହିଂସା: ସରକାରୀ କ୍ୱାର୍ଟର୍ସରୁ ଘୋଷାଡି ଆଣି ଆୟକର ବିଭାଗ ଅଫିସରଙ୍କୁ ହତ୍ୟା

ଇମ୍ଫାଲ,୬।୫: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ଇମ୍ଫାଲର ଜଣେ ଆୟକର ବିଭାଗର ଜଣେ ଅଧିକାରୀଙ୍କୁ ତାଙ୍କ ସରକାରୀ ବାସଭବନରୁ ଟାଣିନେଇ ହତ୍ୟା କରାଯାଇଛି। ଏହି ଘଟଣା...

ଶତାବ୍ଦି ଏକ୍ସପ୍ରେସ୍‌ ପାର୍ସଲ ବଗିରେ ନିଆଁ

ନୂଆଦିଲ୍ଲୀ,୨୦।୩: ଦିଲ୍ଲୀରୁ ଲକ୍ଷ୍ନୌ ଯାଉଥିବା ଶତାବ୍ଦି ଏକ୍ସପ୍ରେସରକ ପାର୍ସଲ ବଗି ଜଳି ଯାଇଛି। ଗାଜିଆବାଦ ରେଳ ଷ୍ଟେଶନରେ ଛିଡ଼ା ହୋଇଥିବା ବେଳେ ଟ୍ରେନ୍‌ର ପାର୍ସଲ ବଗି...

ଉପରାଷ୍ଟ୍ରପତି ଦେଖିଲେ ‘ବାଟଲା ହାଉସ୍‌’ର ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ,୪।୮: ବଲିଉଡ୍‌ ଅଭିନେତା ଜନ୍‌ ଆବ୍ରାହମଙ୍କ ଅଭିନୀତ ଦେଶଭକ୍ତିର ଫିଲ୍ମ ‘ବାଟଲା ହାଉସ’ର ସ୍ପେଶାଲ ସ୍କ୍ରିନିଂ ଶନିବାର ଦିଲ୍ଲୀଠାରେ କରାଯାଇଛି। ଅଗଷ୍ଟ ୧୫ରେ ଏହା ରିଲିଜ୍‌...

ମୁସେୱାଲାଙ୍କ ହତ୍ୟା ପାଇଁ ଏଏପି ସରକାର ଦାୟୀ: ଭାଜପା

ଅମୃତସର,୨୯।୫: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ରବିବାର ହତ୍ୟା କରାଯାଇଛି। ମାନସାଗ୍ରାମରେ କେତେକ ଅଜଣା ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳି ମାଡ କରି ତାଙ୍କୁ ହତ୍ୟା...

Advertisement
Archives

Model This Week