Posted inଜାତୀୟ

ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା ଲଗାଇଲେ ଝାଡ଼ଖଣ୍ଡ ହାଇକୋର୍ଟ, ଜାଣନ୍ତୁ ପୂରା ମାମଲା…

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜରିମାନା। ଏକ ମାମଲାକୁ ନେଇ ଝାଡ଼ଖଣ୍ଡ ହାଇକୋର୍ଟ ଶୁଣାଣି କରି ଜବାବ ଦାଖଲରେ ବିଳମ୍ବକୁ ନେଇ ରାହୁଲଙ୍କ ଉପରେ ଏକ ହଜାର ଟଙ୍କା ଜରିମାନା ଲଗାଇଛନ୍ତି। ତେବେ ରାଜନେତା ଭାଜପାର ତତ୍କାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ବିରୋଧରେ କରିଥିବା ଅପମାନଜନକ ଟିପ୍ପଣୀ ଦେଇଥିଲେ। ଏହାକୁ ଖାରଜ କରିବାକୁ ସେ ଝାଡ଼ଖଣ୍ଡ ହାଇକୋର୍ଟରେ ଯାଚିକା ଦାୟର କରିଥିଲେ।
ଗତ ମାସରେ ଉକ୍ତ ଯାଚିକାର ଶୁଣାଣି କରି ହାଇକୋର୍ଟ ତାଙ୍କୁ ଆଶ୍ୱସ୍ତ ଦେଇଥିଲେ। ଏପରିକି ଚାଇବାସା କୋର୍ଟରେ ଚାଲୁଥିବା କାର୍ଯ୍ୟାନୁଷ୍ଠାନ ଉପରେ ରୋକୋ ଲଗାଇଥିଲେ। ହେଲେ ଏହି ମାମଲାରେ ରାହୁଲଙ୍କୁ ଜବାବ ଦାଖଲ କରିବା ଲାଗି କୁହାଯାଇଥିଲା।

ପ୍ରକାଶ ଯେ, ଚାଇବାସା ନିବାସୀ ପ୍ରତାପ କଟିୟାର ନାମକ ବ୍ୟକ୍ତି ରାହୁଲଙ୍କ ବିରୋଧରେ ରୁଜୁ କରିଥିବା ମାମଲାରେ ଅଭିଯୋଗ କରିଥିଲେ ଯେ ସେ ୨୦୧୮ରେ ଶାହାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିଲେ। କଂଗ୍ରେସରେ କୌଣସି ହତ୍ୟାକାରୀ ରାଷ୍ଟ୍ରୀୟ ଅଧ୍ୟକ୍ଷ ହୋଇପାରିବେ ନାହିଁ ବୋଲି ସେ କହିଥିଲେ। ଏହି ଅଭିଯୋଗ ଉପରେ ରାହୁଲଙ୍କ ବିରୋଧରେ ୨୦୨୨ ଏପ୍ରିଲରେ ଓ୍ବାରେଣ୍ଟ ଜାରି ହୋଇଥିଲା। ଏହାକୁ ଅଣଦେଖା କରିବାରୁ ୨୦୨୪ ଫେବୃଆରୀରେ ତାଙ୍କ ବିରୋଧରେ ଜାମିନବିହୀନ ପରଓ୍ବାନା ଜାରି କରାଯାଇଥିଲା। ଏହାକୁ ନେଇ ରାହୁଲ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri