Posted inଜାତୀୟ

ଲାଲୁଙ୍କୁ ଝଟ୍‌କା: ଅସୁସ୍ଥତା ପରେ ବି ମିଳିଲାନି ଜାମିନ

ରାଞ୍ଚି,୨୯ ।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଶୁକ୍ରବାର ଝାଡ଼ଖଣ୍ଡ ହାଇକୋର୍ଟ ପୁଣିଥରେ ଲାଲୁଙ୍କୁ ଜାମିନ ଦେବାକୁ ମନା କରି ଦେଇଛନ୍ତି । ତାଙ୍କ ଜାମିନ ଆବେଦନର ଶୁଣାଣି ସମୟରେ ସିବିଆଇ ଅଧିକ ସମୟ ମାଗିଥିଲା । ଏହାପରେ ଝାଡ଼ଖଣ୍ଡ ହାଇକୋର୍ଟ ୫ ଫେବୃୟାରୀ ପୂର୍ବରୁ ଜବାବ ଦାଖଲ କରିବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି । ଏବେ ଏହି ମାମଲାର ପରବର୍ତ୍ତି ଶୁଣାଣି ଫେବୃୟାରୀ ୫ରେ ହେବ । ସୂଚନାଯୋଗ୍ୟ, ବିହାରରେ ସାଢେ ୯ ଶହ କୋଟି ଟଙ୍କା ଘୋଟାଲା ମାମଲାରେ ସଜା କାଟୁଥିବା ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ହେବାର ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଶେଷ ହେଲା ଅକ୍ସିଜେନ ସମସ୍ୟା

ନୂଆଦିଲ୍ଲୀ, ୭ା୫ : ଦିଲ୍ଲୀରେ ଅକ୍ସିଜେନ ଅଭାବ ଶେଷ ହୋଇଥିବା ଶୁକ୍ରବାର ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ପୂରା ସହରକୁ ୩ ମାସ ମଧ୍ୟରେ...

ସେସନ୍ସ କୋର୍ଟରେ ରାୟ ସଂରକ୍ଷିତ

ସୁରଟ, ୧୪ା୪: ‘ସବୁ ମୋଦି ଚୋର’ ମନ୍ତବ୍ୟ ପାଇଁ ମାନହାନି ମାମଲାରେ ମାଜିଷ୍ଟ୍ରେଟ କୋର୍ଟ ଦ୍ୱାରା ଦୋଷୀସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ତଥା ପୂର୍ବତନ ଏମ୍‌ପି...

ଏଲ୍‌ଏସିରେ ପରିସ୍ଥିତି ଅତ୍ୟନ୍ତ ଜଟିଳ: ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ଭାରତ-ଚାଇନା ସୀମାରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସୋମବାର ବିଳମ୍ବିତ ରାତିରେ ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ (ଏଲଏସି)ରେ ଭାରତ-ଚାଇନା ସେନା ମଧ୍ୟରେ ଗୁଳି...

ମୁମ୍ବାଇରେ କରୋନାର ନୂଆ ଷ୍ଟ୍ରେନ୍‌!

ମୁମ୍ବାଇ,୧୦ ।୧: କରୋନା ଭ୍ୟାକ୍ସିନ ଆସିବା ପରେ ଏବେ ଅଧିକାଂଶ ଦେଶ ଟିକାକରଣ ପାଇଁ ବ୍ୟସ୍ତ ହୋଇ ପଡିଛନ୍ତି । ଏହାପରେ ବି ବ୍ରିଟେନରେ ଦେଖାଦେଇଥିବା...

ଚାଚା ନେହେରୁ ମଦ୍ରାସାରେ ନିର୍ମାଣ ହେବ ମନ୍ଦିର ଓ ମସଜିଦ୍‌

ଅଲୀଗଡ଼,୧୪।୭: ଉତ୍ତରପ୍ରଦେଶ ଅଲୀଗଡ଼ସ୍ଥିତ ଚାଚା ନେହେରୁ ମଦ୍ରାସାରେ ଉଭୟ ମନ୍ଦିର ଏବଂ ମସଜିଦ୍‌ ନିର୍ମାଣ କରାଯିବା ପାଇଁ ଯୋଜନା ହୋଇଛି। ପୂର୍ବତନ ଉପରାଷ୍ଟ୍ରପତି ହମିଦ୍‌ ଅନସାରୀଙ୍କ...

ମହାମାରୀରେ କାଉଡ଼ି ଯାତ୍ରା, ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଜବାବ ତଲବ…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଶ୍ରାବଣ ମାସରେ ପ୍ରଭୁ ଶ୍ରୀମହାଦେବଙ୍କ ଉଦ୍ଦେଶ୍ୟରେ ହେଉଥିବା...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ପାକିସ୍ତାନ ନେତାଙ୍କୁ ମିଳିଲାନି ନିମନ୍ତ୍ରଣ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ଦେଶର ଶାସନ ଭାର ନେବାକୁ ଯାଉଛନ୍ତି।...

ମୋ ଜୀବନରେ ଘଟିଛି ୨ଟି ଗୁରୁତ୍ୱପୂର୍ଣ୍ଣ ଘଟଣା: ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରଦେଶର କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେବା ପରେ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଏହାକୁ ନେଇ...

Advertisement
Archives

Model This Week