Posted inଜାତୀୟ

ଲିଭ୍‌-ଇନ୍‌ରେ ରହୁଥିଲେ ବିବାହିତ ପୋଲିସ ଅଧିକାରୀ, ହାଇକୋର୍ଟ କହିଲେ…

ରାଞ୍ଚି, ୧୪।୦୭: ଝାଡ଼ଖଣ୍ଡ ହାଇକୋର୍ଟ ସେବା ନିୟମକୁ ନେଇ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ବିବାହିତ ପୋଲିସ ଅଧିକାରୀଙ୍କ ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ ମାମଲାକୁ ନେଇ କୋର୍ଟ କହିଛନ୍ତି ଏହା ଜଣେ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିବା ନିଷ୍ପତ୍ତିକୁ ରଦ୍ଦ କରିବାର ଆଧାର ନୁହେଁ । ଘଟଣା ଅନୁସାରେ ପୋଲିସ ଅଧିକାରୀଙ୍କ ବିରୋଧରେ ତାଙ୍କ ମହିଳା ପାର୍ଟନର ବଳତ୍କାର ମାମଲା ରୁଜୁ କରିଥିଲେ । ଏହାକୁ ନେଇ ପୋଲିସ୍‌ ଅଧିକାରୀଙ୍କୁ ବରଖାସ୍ତ କରିଦିଆଯାଇଥିଲା ।

କୋର୍ଟ ଏହି ମାମଲାର ବିଚାର କରି କହିଛନ୍ତି ଯେ ଲିଭ୍‌-ଇନ୍‌ ପାର୍ଟନରଙ୍କ ଦ଼୍ବାରା ଦାଏର ମାମଲା ଜଣେ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ଯୁକ୍ତି ଯୁକ୍ତ । ଅଭିଯୁକ୍ତ ଜଣେ କନଷ୍ଟେବଳ । ତାଙ୍କ ଓକିଲ କୋର୍ଟରେ ଏନେଇ କହିଛନ୍ତି ଯେ, ଝାଡ଼ଖଣ୍ଡ ସେବା ନିୟମ ଅନୁସାରେ ଜଣେ ସରକାରୀ ଅଧିକାରୀ ଏକରୁ ଅଧିକ ବିବାହ କଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ହେଲେ ସେ କେବଳ ଲିଭ୍‌-ଇନ୍‌ରେ ରହୁଥିଲେ । ଅନ୍ୟପକ୍ଷରେ ସରକାରୀ ଓକିଲ କହିଛନ୍ତି ଯେ ଅଧିକାରୀ ଜଣକ ନିଜ ସ୍ତ୍ରୀ ଥାଉ ଥାଉ ଅନ୍ୟଜଣେ ଯୁବତୀଙ୍କ ସହ ରହୁଥିଲେ । ତେଣୁ ତାଙ୍କ ବରଖାସ୍ତ ଯୁକ୍ତିଯୁକ୍ତ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri