Posted inଜାତୀୟ

ଝାଡ଼ଖଣ୍ଡରେ ଆୟକର ବିଭାଗର ଚଢ଼ାଉ: ୨କୋଟିରୁ ଊର୍ଦ୍ଧ୍ୱ ନଗଦ ଟଙ୍କା ଜବତ, ୧୬ ବ୍ୟାଙ୍କ ଲକର ଉପରେ ଲାଗିଲା ପ୍ରତିବନ୍ଧକ

ରାଞ୍ଚି,୮।୧୧: ଝାଡଖଣ୍ଡରେ କୋଇଲା ବାଣିଜ୍ୟ, ପରିବହନ, ଲୁହା ଖଣି ଇତ୍ୟାଦି ସମ୍ପର୍କିତ କିଛି ବ୍ୟବସାୟ ଉପରେ ମଙ୍ଗଳବାର ଆୟକର ବିଭାଗ ଚଢ଼ାଉ କରିଛି। ରାଞ୍ଚି, ଗୋଡ୍ଡା, ବେରମୋ, ଡୁମ୍‌କା, ଜାମସେଦପୁର, ଚାଇବସା, ପାଟନା, ଗୁରୁଗ୍ରାମ ଏବଂ କୋଲକାତା ସ୍ଥିତ ୫୦ରୁ ଅଧିକ ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ଏଥିରେ ୧୦୦କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅଗଣିତ ନେଣଦେଣ ଓ ନିବେଶ କରାଯାଇଥିବା ବେଳେ ୨ଜଣ ନେତା ଓ ତାଙ୍କ ସହଯୋଗୀ ଏଥିରେ ସାମିଲ ଥିବା ଜଣାପଡ଼ିଛି। ନଭେମ୍ବର ୪ରୁ ଆୟକର ବିଭାଗର ଏହି ଚଢ଼ାଉ ଆରମ୍ଭ ହୋଇଥିବା ବେଳେ ଏଥିରେ ୨କୋଟିରୁ ଊର୍ଦ୍ଧ୍ୱ ନଗଦ ଟଙ୍କା ଜବତ କରାଯିବା ସହ ୧୬ଟି ବ୍ୟାଙ୍କ ଲକର ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଛାନଭିନରେ ବହୁ ସଂଖ୍ୟକ ଅପରାଧୀ କାଗଜପତ୍ର ଏବଂ ଡିଜିଟାଲ ପ୍ରମାଣ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri