Posted inଜାତୀୟ

ଏବେ ବି ଜେଲ୍‌ରେ ରହିବେ ଲାଲୁ, ଶୁଣାଣି ଘୁଞ୍ଚିଲା

ରାଞ୍ଚି,୬।୧୧: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ଆବେଦନର ଶୁଣାଣି ନଭେମ୍ବର ୨୭ ପର୍ଯ୍ୟନ୍ତ ଘୁଞ୍ଚିଛି। ଫଳରେ ଚାରା ଘୋଟାଲା ମାମଲାରେ ଜେଲ୍‌ ଦଣ୍ଡ ଭୋଗୁଥିବା ଲାଲୁ ଙ୍କୁ ପୁଣି ଝଟ୍‌କା ଲାଗିଛି। ସୂଚନାଯୋଗ୍ୟ, ଡୁମ୍‌କା ଟ୍ରେଜେରୀ ମାମଲାରେ ଲାଲୁ ପ୍ରସାଦଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଥିଲା। ସେ ଅଧାରୁ ଅଧିକ ସମୟ ଜେଲ୍‌ ଭୋଗି ସାରିଥିବାରୁ ତାଙ୍କ ଓକିଲ ଜାମିନ ପାଇଁ ଆବେଦନ କରିଥିଲେ। କିନ୍ତୁ ଝାଡଖଣ୍ଡ ହାଇକୋର୍ଟ ଏହାର ଶୁଣାଣିକୁ ଘୁଞ୍ଚାଇ ଦେଇଛନ୍ତି। ଏହାପୂର୍ବରୁ ଗତ ମାସରେ ଚାରା ଘୋଟାଲା ମାମଲା ସହ ଜଡିତ ଚାଇବାସା କୋଷାଘର ଘଟଣାରେ ଝାଡଖଣ୍ଡ ହାଇକୋର୍ଟ ଲାଲୁଙ୍କୁ ଜାମିନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କଲେନି ବାଚସ୍ପତି

କୋଲକାତା,୧୮।୧୨-ଗତକାଲି ବିଧାୟକ ପଦରୁ ଇସ୍ତଫା ଦେଇଥିବା ଟିଏମ୍‌ସିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିବାକୁ ମନା କରିଦେଇଛନ୍ତି...

ଏଲ୍‌ଆଇସିରେ ନିବେଶ ସୁଯୋଗ ପାଇ ନ ପାରେ ଚାଇନା

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) ଶୀଘ୍ର ଇନିସିଆଲ ପବ୍ଲିକ ଅଫରିଂ ଜାରି କରିବାକୁ ଯାଉଛି। ଏଥିରେ ଚାଇନା ନିବେଶକଙ୍କୁ ଶେୟାର କ୍ରୟ ସୁଯୋଗ...

ଦେଶବାସୀଙ୍କୁ ମହାଶିବରାତ୍ରୀର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୧।୩: ମହାଶିବରାତ୍ରୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମହାଶିବରାତ୍ରୀ ସମଗ୍ର ମାନବ ଜଗତ ପାଇଁ କଲ୍ୟାଣକାରୀ ହେଉ ବୋଲି ସେ...

ଭାଜପାକୁ ଟାର୍ଗେଟ କଲେ ନୁସରତ

କୋଲକାତା,୯।୭: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ସମୟରେ ହୋଇଥିବା ହିଂସାକୁ ନେଇ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ତ୍ରୁଣମୂଳ କଂଗ୍ରେସ(ଟିଏମସି) ମଧ୍ୟରେ କଥା କଟା କଟି...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଜୈଶର ୩ ଆତଙ୍କବାଦୀ ନିହତ

ଶୋପିଆନ,୫।୧୦: ଜମ୍ମୁ-କଶ୍ମୀର ଶୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିବା ବେଳେ ଏକ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।...

ଗ୍ୟାସ୍‌ ଲିକ୍‌: ୫୦ ମହିଳା କର୍ମଚାରୀ ହସ୍ପିଟାଲରେ ଭର୍ତ୍ତି

ବିଶାଖାପାଟଣା,୩ା୮: ଆନ୍ଧ୍ରପ୍ରଦେଶର ଅନକାପଲ୍ଲୀ ଜିଲା ଅନ୍ତର୍ଗତ ବ୍ରାଣ୍ଡିକ୍ସ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍‌ (ଏସ୍‌ଇଜେଡ୍‌) ମଧ୍ୟରେ ଥିବା ଏକ ପୋଷାକ କାରଖାନାର ଲାବରେଟୋରିରେ ମଙ୍ଗଳବାର ଗ୍ୟାସ୍‌ ଲିକ୍‌...

ଟି-ଶାର୍ଟ ପିନ୍ଧି ହଟହଟା

ଅହମଦାବାଦ,୧୭ା୩: ଗୁଜରାଟ ବିଧାନସଭାକୁ ଟି-ଶାର୍ଟ ପିନ୍ଧି ଯାଇଥିବାରୁ କଂଗ୍ରେସ ବିଧାୟକ ବିମଳ ଚୂଡ଼ାସ୍ମାଙ୍କୁ ହଟହଟା ହେବାକୁ ପଡ଼ିଛି। ବାଚସ୍ପତି ରାଜେନ୍ଦ୍ର ତ୍ରିବେଦୀ ସୋମବାର ତାଙ୍କୁ ଗୃହରୁ...

ଚାଇନାକୁ ଝଟ୍‌କା: ଦୀପାବଳିରେ କ୍ଷତି ହେବ ୪୨ ହଜାର କୋଟି

ନୂଆଦିଲ୍ଲୀ, ୧୯।୧୦: ଚଳିତ ଦୀପାବଳିରେ ଚାଇନାକୁ ବ୍ୟବସାୟରେ ବଡ଼ ଝଟ୍‌କା ଲାଗିବ ବୋଲି ଚର୍ଚ୍ଚା ହେଉଛି। ପୂର୍ବରୁ ଦୀପାବଳିରେ ଭାରତକୁ ବହୁ ଚାଇନା ସାମଗ୍ରୀର ଆମଦାନୀ...

Advertisement
Archives

Model This Week