Posted inଜାତୀୟ

ଛିଣ୍ଡିଲା ଏନ୍‌ଡିଏର ଆସନ ବୁଝାମଣା: ୬୬ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା

ରାଞ୍ଚି,୧୯ା୧୦: ଝାଡ଼ଖଣ୍ଡ ବିଧାନସଭାର ୮୧ ଆସନ ମଧ୍ୟରୁ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ଝାଡ଼ଖଣ୍ଡରେ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିଲା। ତଦନୁସାରେ ଅଲ୍‌ ଝାଡ଼ଖଣ୍ଡ ଷ୍ଟୁଡେଣ୍ଟ୍‌ସ ୟୁନିୟନ୍‌ (ଏଜେଏସ୍‌ୟୁ) ୧୦, ସଂଯୁକ୍ତ ଜନତା ଦଳ (ଜେଡିୟୁ) ୨, ଲୋକ ଜନଶକ୍ତି ପାର୍ଟି (ଚିରାଗ ପାଶ୍ୱାନ ଗୋଷ୍ଠୀ) ୧ ଆସନରେ ଲଢ଼ିବାକୁ ଥିବାବେଳେ ଅବଶିଷ୍ଟ ୬୮ ଆସନରେ ଭାଜପା ପ୍ରାର୍ଥୀ ଦେବ ବୋଲି ଆସାମ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ନିର୍ବାଚନ ସହପ୍ରଭାରୀ ହିମନ୍ତ ବିଶ୍ୱଶର୍ମା ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ ଭାଜପା ଝାଡ଼ଖଣ୍ଡ ବିଧାନସଭାର ୬୮ ଆସନରେ ଲଢ଼ିବାକୁ ଥିବାବେଳେ ଶନିବାର ୬୬ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି। ତଦନୁସାରେ ଭାଜପା ରାଜ୍ୟ ସଭାପତି ବାବୁଲାଲ ମାରାଣ୍ଡି ଧନଓ୍ବର ଆସନରେ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ସଢ଼େଇକଳା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?