ଝାରପଡ଼ା ସ୍ବତନ୍ତ୍ର ଜେଲକୁ ଆଇଏସ୍‌ଓ ସାର୍ଟିଫିକେଟ୍‌

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଝାରପଡା ସ୍ପେଶାଲ ଜେଲକୁ ଆଇଏସ୍‌ଓ (ଇଣ୍ଟରନ୍ୟାଶନାଲ ଅର୍ଗାନାଇଜେଶନ ଫର୍‌ ଷ୍ଟାଣ୍ଡାର୍ଡାଇଜେଶନ) ୯୦୦୧:୨୦୧୫ ସାର୍ଟିଫିକେଟ୍‌ ମିଳିଛି। ରାଜ୍ୟର ପ୍ରଥମ ଜେଲଭାବେ ବିକ୍ୟୁସି ଆସେସମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ବର୍ଷକ ପାଇଁ ଏହି ମାନ୍ୟତା ଦିଆଯାଇଛି। କ୍ୱାଲିଟି ମ୍ୟାନେଜମେଣ୍ଟ ସହ ଜେଲରେ ଦକ୍ଷତା ବିକାଶ, କଏଦୀଙ୍କ ମାନସିକ ଚାପ ଦୂର ପାଇଁ ପଦକ୍ଷେପ, କଏଦୀଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି, ଜେଲରେ ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ, ସ୍ବଚ୍ଛତା ଓ ପରିଚ୍ଛନ୍ନତା ଲାଗି ଏହି ମାନ୍ୟତା ମିଳିଥିବା ସୁପରିଣ୍ଟେଣ୍ଡେଣ୍ଟ ଧୀରେନ୍ଦ୍ରନାଥ ବାରିକ ସୂଚନା ଦେଇଛନ୍ତି। ଏହା ୨୦୨୧ ଏପ୍ରିଲ ୧୭ରୁ ୨୦୨୨ ଏପ୍ରିଲ ୧୬ ଯାଏ ବୈଧ ରହିବ। ବୈଧତା ସରିବା ପୂର୍ବରୁ ମାର୍ଚ୍ଚ ୧୭ ସୁଦ୍ଧା ସର୍ଭେଲାନ୍ସ ଅଡିଟ କରାଯିବ। ଯଦି ଜେଲ ଉପରୋକ୍ତ କ୍ଷେତ୍ରରେ ପୂର୍ବପରି ଗୁଣବତ୍ତା ବଜାୟ ରଖିଥିବ, ତେବେ ଏହି ମାନ୍ୟତା ବଳବତ୍ତର ରହିବ ବୋଲି ସଂସ୍ଥା ତରଫରୁ କୁହାଯାଇଛି।

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୭ରେ ବିକ୍ୟୁସି ଆସେସ୍‌ମେଣ୍ଟ ସଂସ୍ଥା ତରଫରୁ ୩ ଜଣିଆ ଟିମ ଝାରପଡା ସ୍ପେଶାଲ ଜେଲ ପରିଦର୍ଶନ କରି ପରିଚାଳନାଠାରୁ ଆରମ୍ଭ କରି କଏଦୀଙ୍କ କାର୍ଯ୍ୟ, ଖାଦ୍ୟ, ରହିବା ଆଦି ଯାଞ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri