ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ ମୃତ୍ୟୁ ହୋଇଛି । ଆଉ କିଛି ଦିନ ପରେ ବିବାହ ହୋଇଥାନ୍ତା, ହେଲେ ବିଧିର ବିଧାନ କିଛି ଅଲଗା ଥିଲା । ତା ପୂର୍ବରୁ ଯୁବତୀଙ୍କ ଜୀବନ ଚାଲିଗଲା ।  ସୋମବାର ସକାଳେ ବିବାହ ପାଇଁ ନିମନ୍ତ୍ରଣ କାର୍ଡ ଦେଇ ବାଇକ ଯୋଗେ ଫେରୁଥିବା ବେଳେ ଝାରସୁଗୁଡା ସଦର ବ୍ଳକ ସ୍ଥିତ ଘୁଷୁରାମୁଣ୍ଡା ଗ୍ରାମ ନିକଟରେ ବାଇକ ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଇଥିଲା । ଭୟଙ୍କର ଦୁର୍ଘଟଣାରେ ସୁନ୍ଦରଗଡ଼ ଜିଲାର ହିରାବତୀ ରୋହିଦାସଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ଭାଇ ନିରଞ୍ଜନ ରୋହିଦାସଙ୍କୁ ଝାରସୁଗୁଡା ଜିଲା ଡାକ୍ତରଖାନାରୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁସାରେ, ସୁନ୍ଦରଗଡ଼ ଜିଲା ଭେଲୁଆଁମୁଣ୍ଡା ଗ୍ରାମର ତୁଳସୀ ରୋହିଦାସଙ୍କ ଝିଅ ହୀରାବତୀ ରୋହିଦାସଙ୍କ ବିବାହ ଆସନ୍ତା ମାର୍ଚ୍ଚ ୧ ତାରିଖ ଦିନ ଅନୁଷ୍ଠିତ ହେବାରଥିଲା। ଫଳରେ ହୀରାବତୀ ଏବଂ ତାଙ୍କ ଭାଇ ନିରଞ୍ଜନ ରୋହିଦାସ ସୋମବାର ଦିନ ଠାରୁ ଝାରସୁଗୁଡାର ବିଭିନ୍ନ ଅଂଚଳକୁ ନିମନ୍ତ୍ରଣ କାର୍ଡ ବାଣ୍ଟିବା ପାଇଁ ଆସିଥିଲେ । ମଙ୍ଗଳବାର ସକାଳୁ ଝାରସୁଗୁଡା ସଦର ବ୍ଳକ ଚନ୍ଦନୀମାଲ ଗ୍ରାମ ପଞ୍ଚାୟତର ଘୁଷୁରାମୁଣ୍ଡାରୁ ନିମନ୍ତ୍ରଣ କାର୍ଡ ଦେଇ ଫେରୁଥିବା ବେଳେ ବାଇକଟି ଭାରସାମ୍ୟ ହରାଇ ଏକ ଗଛରେ ଜୋରରେ ଧକ୍କା ହୋଇଥିଲା । ଫଳରେ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଝାରସୁଗୁଡା ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା । ଡାକ୍ତର ହୀରାବତୀଙ୍କୁ ମୃତ ଘୋଷଣା କରିଥିବା ବେଳେ ନିରଞ୍ଜନଙ୍କ ଅବସ୍ଥା ସଂକଟାପର୍ଣ ହେବାରୁ ବୁର୍ଲା ସ୍ଥାନାନ୍ତର କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଶସ୍ତା ହେଲା ସୁନା-ରୂପା: ୧.୨୫ ଲକ୍ଷ ତଳକୁ ଖସିଲା ସୁନା, ୧.୫୦ ଲକ୍ଷ ତଳେ କାରବାର କରୁଛି…

ନୂଆଦିଲ୍ଲୀ,୨୪।୧୧: ସୁନା ଏବଂ ରୂପା ଦରରେ ପୁଣି ଥରେ ବିକ୍ରି ଚାପ ଦେଖିବାକୁ ମିଳିଛି। ଦେଶର ପ୍ରମୁଖ ଫ୍ୟୁଚର ବଜାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୁନା…

ଇଂଲଣ୍ଡର ଷ୍ଟାର୍ ଅଲରାଉଣ୍ଡରଙ୍କ ପାଇଁ ନିୟମ ଭାଙ୍ଗିଲା ବିସିସିଆଇ! ଆଇପିଏଲ୍ ୨୦୨୭ ନିଲାମୀରେ ଏଣ୍ଟ୍ରି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୪।୧୧: ଆସନ୍ତା ଡିସେମ୍ବର ୧୬ ତାରିଖରେ ଗୋଆଠାରେ ଆଇପିଏଲ୍ ୨୦୨୭ ପାଇଁ ମିନି ନିଲାମୀ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ…

ମାତ୍ର ୧୪.୨ ଓଭରରେ ୨୫୦ ରନ୍‌ ଚେଜ କରି ଇତିହାସ ରଚିଲା ଭାରତ; ଭାଙ୍ଗିଲା ୨୩ ବର୍ଷ ପୁରୁଣା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୪।୧୧: ଦୋହାରେ ଖେଳାଯାଉଥିବା ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୬ ରେ ଇଣ୍ଡିଆ-ଏ ର ମୁକାବିଲା ୟୁଏଇ-ଏ (UAE-A) ସହିତ ହୋଇଥିଲା। ଏହି ମୁକାବିଲାରେ ୟୁଏଇ ପ୍ରଥମେ…

ରାହୁଲଙ୍କୁ ବଡ଼ ଝଟ୍‌କା! ସିଟ୍‌ ସେୟାରିଂ ନ ହେଉଣୁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା ଏସପି, କଂଗ୍ରେସର ବଢିଲା ଟେନଶନ

ନୂଆଦିଲ୍ଲୀ,୨୪।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ୱାଚନ ପାଇଁ ସମାଜବାଦୀ ପାର୍ଟି ନିଜର ପ୍ରାର୍ଥୀମାନଙ୍କର ପ୍ରଥମ ତାଲିକା ଘୋଷଣା କରିଛି। ଏହି ତାଲିକାରେ ୫ ଜଣ ପ୍ରାର୍ଥୀଙ୍କ ନାମ ସାମିଲ…

ଅତାବିରାକୁ ପଶିଲା ମହାବଳ: ଅତାବିରା ଜାଙ୍ଗେଡ଼ ଅଞ୍ଚଳରେ କୋକୁଆ ଭୟ, ରାତିରେ ଘରୁ ନବାହାରିବାକୁ…

ଅତାବିରା, ୨୪।୧୧ (ଯୁଧିଷ୍ଠିର ମହାପାତ୍ର): ଡେବ୍ରିଗଡ଼ ଅଭୟାରଣ୍ୟରେ ଥିବା ମହାବଳ ବାଘ ମଙ୍ଗଳବାର ଭୋରରୁ ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଜାଙ୍ଗେଡ଼ ଗ୍ରାମ ଅଞ୍ଚଳକୁ ପଶିଆସିଥିବା…

ଶେଷରେ ହାରିଗଲା ଜୀବନ: ୬ ଦିନ ଧରି ମୃତ୍ୟୁ ସହ ଲଢ଼ି ଆଖି ବୁଜିଲେ…ଗାଁରେ ଶୋକାକୂଳ ପରିବେଶ

ଥୁଆମୂଳ ରାମପୁର, ୨୪।୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବୋରା ଗ୍ରାମ ନିକଟରେ ଘଟିଥିବା ମର୍ମନ୍ତୁଦ ବାଇକ୍ ଦୁର୍ଘଟଣାରେ ଗୁରୁତର ଆହତ…

ଗଞ୍ଜାମ ପୋଲିସ ଜିଲାରେ ଇନ୍ସପେକ୍ଟରସ୍ତରରେ ବଡ଼ ଧରଣର ଅଦଳବଦଳ: ୮ ଅଧିକାରୀଙ୍କ ବଦଳି, ୩ ଥାନାରେ ନୂଆ ଆଇଆଇସି

ଛତ୍ରପୁର, ୨୪।୧୧ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାରେ ଇନ୍ସପେକ୍ଟର ସ୍ତରରେ ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରାଯାଇଛି। ଜିଲାର ବିଭିନ୍ନ ଥାନା ଓ ପୁଲିସ…

୨ଟି ମ୍ୟାଚ୍‌ର ପ୍ରତିଶୋଧ, ପ୍ଲାନ କରି କଲେ ୨୦୪ ରନ୍‌; ବୈଭବ ଖୋଲିଲେ ଗୁମର

ନୂଆଦିଲ୍ଲୀ,୨୪।୧୧: ଇଣ୍ଡିଆ-ଏ (India-A) ପାଇଁ ବୈଭବ ସୂର୍ଯ୍ୟବଂଶୀ ୨୦୪ ରନ୍‌ର ବିସ୍ଫୋରକ ପାଳି ଖେଳିଛନ୍ତି। ମଙ୍ଗଳବାର (୨୪ ନଭେମ୍ୱର) ୨୦୨୬ ରାଇଜିଂ ଷ୍ଟାର ଏସିଆ କପ୍‌ରେ ଇଣ୍ଡିଆ-ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?