ଆଜି ଝାରସୁଗୁଡା ବିଧାନସଭା ଉପନିର୍ବାଚନ

ଝାରସୁଗୁଡା ଅଫିସ,୧୦।୫: ଆଜି ଝାରସୁଗୁଡା ବିଧାନସଭା ଉପନିର୍ବାଚନ। ୩ ପ୍ରମୁଖ ରାଜନେତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ସହ ମୋଟ ୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧରଣ କରିବେ ଭୋଟର। ଏହାର ଫଳାଫଳ ଶନିବାର ଅର୍ଥାତ୍‌ ୧୩ରେ ଘୋଷଣା କରାଯିବ । ଏହାପୂର୍ବରୁ ସୋମବାର ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରଚାର ଅଭିଯାନ ଶେଷ ହୋଇଛି। ଉପନିର୍ବାଚନରେ ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର ମତଦାନ କରିବେ। ଏଥିପାଇଁ ଝାରସୁଗୁଡା ପୌରପରିଷଦ ସହ ଝାରସୁଗୁଡା କୋଲାବିରା, ଲଇକେରା ଓ କିିର୍ମିରା ବ୍ଲକ୍ରେ ମୋଟ ୨୫୩ଟି ବୁଥ ପ୍ରତିଷ୍ଠା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri