ଝାରସୁଗୁଡ଼ା ଉପନିର୍ବାଚନ: ଆଜି ସରୁଛି ପ୍ରଚାର

ଭୁବନେଶ୍ୱର,୮ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ପ୍ରଚାର ସରୁଥିବା ବେଳେ ହାଇଭୋଲଟେଜ୍‌ ପ୍ରଚାରରେ କମ୍ପୁଛି ଅଞ୍ଚଳ। ହାତରେ ଆଉ ଗୋଟିଏ ଦିନ ଥିବାରୁ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସ, ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଏବଂ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ମାରାଥନ ପ୍ରଚାର କରୁଛନ୍ତି। ଘରକୁ ଘରୁ ବୁଲି ଭୋଟରଙ୍କୁ ନିଜ ସପକ୍ଷରେ ଆଣିବାକୁ ଜୋରସୋର ଉଦ୍ୟମ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri