ଝାରସୁଗୁଡ଼ା ଉପନିର୍ବାଚନ: ଆଜି ସରୁଛି ପ୍ରଚାର

ଭୁବନେଶ୍ୱର,୮ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ପ୍ରଚାର ସରୁଥିବା ବେଳେ ହାଇଭୋଲଟେଜ୍‌ ପ୍ରଚାରରେ କମ୍ପୁଛି ଅଞ୍ଚଳ। ହାତରେ ଆଉ ଗୋଟିଏ ଦିନ ଥିବାରୁ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସ, ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଏବଂ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ମାରାଥନ ପ୍ରଚାର କରୁଛନ୍ତି। ଘରକୁ ଘରୁ ବୁଲି ଭୋଟରଙ୍କୁ ନିଜ ସପକ୍ଷରେ ଆଣିବାକୁ ଜୋରସୋର ଉଦ୍ୟମ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri