ଝାରସୁଗୁଡା ଉପନିର୍ବାଚନ: ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ। ଏଥିନେଇ ନେଇ ପ୍ରଚାର ଆରମ୍ଭ ହୋଇଯାଇଛି। ୩ ପ୍ରମୁଖ ଦଳ ନିଜ ନିଜ ରାଜନୈତିକ ଦଳଙ୍କ ସହ ପ୍ରଚାର କରୁଛନ୍ତି। ତେବେ ନିଜ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ସପକ୍ଷରେ ଭୋଟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ମୈଦାନକୁ ଓହ୍ଲାଇବେ। ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରଚାର କରିବେ ବୋଲି ବିଜେଡି ସୂତ୍ରରୁ ସୂଚନା ମିଳିଛି। ତେବେ ଚୂଡାନ୍ତି କାର୍ଯ୍ୟସୂଚୀ ଏ ପର୍ଯ୍ୟନ୍ତ ପ୍ରସ୍ତୁତ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri