ମେ’୧୦ରେ ହେବ ଝାରସୁଗୁଡା ଉପନିର୍ବାଚନ

ଭୁବନେଶ୍ୱର,୨୯।୩: ମେ’୧୦ରେ ହେବ ଝାରସୁଗୁଡା ଉପନିର୍ବାଚନ। ଏନେଇ ବୁଧବାର ମୁଖ୍ୟ ନିର୍ବାଚନ କମିଶନର ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ସୂଚନାନୁଯାୟୀ, ମେ’୧୦ରେ ମତଦାନ ଏବଂ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବା ବେଳେ ଏପ୍ରିଲ ୨୧ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ସେହିପରି ୨୪ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ରହିଛି।
ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ଝାରସୁଗୁଡା ବିଧାନସଭା ଆସନ ଖାଲିପଡିଥିଲା। ଏହି ଆସନଟି ଖାଲି ହେବା ନେଇ ବିଧାନସଭା ପକ୍ଷରୁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ)ଙ୍କୁ ବିଧିବଦ୍ଧଭାବେ ଅବଗତ କରାଯିବା ପରେ ଆୟୋଗଙ୍କ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?