ଝାରସୁଗୁଡା ଉପ ନିର୍ବାଚନ: ବିଜେଡି, ଭାଜପାର ଷ୍ଟାର ପ୍ରଚାରକ

ବିଜେଡି-

ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ଶାରଦା ପ୍ରସାଦ ନାୟକ, ନିରଞ୍ଜନ ପୂଜାରୀ, ଅଶୋକ ଚନ୍ଦ୍ର ପଣ୍ଡା,ପଦ୍ମନାଭ ବେହେରା , ସୁଶାନ୍ତ ସିଂ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ପ୍ରତାପ ଜେନା, ସ୍ନେହାଙ୍ଗିନୀ ଛୁରିଆ, ଟୁକୁନି ସାହୁ, ପ୍ରଶାନ୍ତ ମୁଦୁଲି, ପୁଷ୍ପେନ୍ଦ୍ର ସିଂଦେଓ, ଦିବ୍ୟଶଙ୍କର ମିଶ୍ର, ରୀତା ସାହୁ, ଅଳକା ମହାନ୍ତି, ଚନ୍ଦ୍ରସାରଥି ବେହେରା, ବ୍ରଜ କିଶୋର ପ୍ରଧାନ, ପ୍ରଣବ ବଳବନ୍ତ ରାୟ, ବ୍ୟୋମକେଶ ରାୟ, ବିକ୍ରମ କୁମାର ପଣ୍ଡା, ନଳିନୀକାନ୍ତ ପ୍ରଧାନ, ସରୋଜ କୁମାର ମେହେର, ଦେବେଶ ଆଚାର୍ଯ୍ୟ, ପ୍ରଶାନ୍ତ ବେହେରା, ବିଭୂତି ବଳବନ୍ତ ରାୟ, କିଶୋର ନାୟକ, ଦେବୀ ରଞ୍ଜନ ତ୍ରିପାଠୀ, ସୌଭିକ ବିଶ୍ୱାଳ, ସ୍ବରୂପ କୁମାର ଦାସ, ରୁଦ୍ର ପ୍ରତାପ ମହାରଥି, ଯୋଗେଶ ସିଂ, ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ର , ଅରିନ୍ଦମ ରୟ ଏବଂ ସତ୍ୟବ୍ରତ ତ୍ରିପାଠୀ (କୁନା ତ୍ରିପାଠୀ)।

ଭାଜପା-

ମନମୋହନ ସାମଲ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ଜୁଏଲ ଓରାମ, ଜୟନାରାୟଣ ମିଶ୍ର, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଅପରାଜିତା ଷଡ଼ଙ୍ଗୀ, ସଙ୍ଗୀତା ସିଂଦେଓ, ନୀତେଶ ଗଙ୍ଗଦେବ, ସୁନୀଲ ବଂଶଲ, ଡି. ପୁରନ୍ଦେଶ୍ୱରୀ, ବିଜୟ ପାଲ ସିଂ ତୋମାର, ସମୀର ମହାନ୍ତି, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, କନକବର୍ଦ୍ଧନ ସିଂଦେଓ, ବୈଜୟନ୍ତ ପଣ୍ଡା, ମୋହନ ଚରଣ ମାଝି, ନାଉରି ନାଏକ, ସମ୍ବିତ ପାତ୍ର, ଏମ୍‌.ଏ. ଖାରବେଳ ସ୍ବାଇଁ, ସୁରମା ପାଢ଼ୀ, ରବି ନାରାୟଣ ନାଏକ, ମାନସ କୁମାର ମହାନ୍ତି, ପୃଥ୍ବୀରାଜ ହରିଚନ୍ଦନ, ଗୋଲକ ପ୍ରସାଦ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁବାସ ପାଣିଗ୍ରାହୀ, ଶଙ୍କର ଓରାମ, ରାଧାରାଣୀ ପଣ୍ଡା,ପ୍ରଦୀପ ପୁରୋହିତ, ଭବାନୀ ଶଙ୍କର ଭୋଇ, ନିତ୍ୟାନନ୍ଦ ଗଣ୍ଡ, ମୁକେଶ ମହାଲିଙ୍ଗ, କୁସୁମ ଟେଟେ, ସୁରଜ ସୂର୍ଯ୍ୟବଂଶୀ, ମଙ୍ଗଳ ସାହୁ, ଦୀନେଶ ଜୈନ ଏବଂ ତ୍ରିନାଥ ଗୁଆଲ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?