ଝାରସୁଗୁଡା ଅଫିସ, ୬।୧୧: ଭାଜପା ତରଫରୁ ଶନିବାର ଝାରସୁଗୁଡ଼ା ଜିଲା ୮ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । କଳାହାଣ୍ଡି ଜିଲା ମମିତା ମେହେରଙ୍କ ହତ୍ୟାକାଣ୍ଡରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଘଟଣାର ସିବିଆଇ ତଦନ୍ତ ଦାବିରେ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ଭାଜପା ନେତା ଓ କର୍ମୀମାନେ ବିଭିନ୍ନ ଅଞ୍ଚଳରେ ପିକେଟିଂ କରି ବନ୍ଦ କରିଥିଲେ। ଏହି ବନ୍ଦ ପ୍ରଭାବ ଝାରସୁଗୁଡା, ବ୍ରଜରାଜନଗର, ବେଲପାହାଡ, ଲଖନପୁର, ଲଇକେରା, କୋଲାବିରା ଓ କର୍ମିରା ପୌରାଞ୍ଚଳ ଓ ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଥିଲା ।
Posted inHome Left, ଆମ ଜିଲା ଖବର, ଝାରସୁଗୁଡ଼ା View All
ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍ବୁକ୍? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…
ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…
ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ
ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…
ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍’ରୁ ବିଦା ହେବାକୁ ବଢିଲା ବିବାଦ
ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…
ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ
ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…
କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…
ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…
ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ
ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…
ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର
ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…
ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର
ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…
Archives

