ଝାରସୁଗୁଡ଼ାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୫ ଯାଏ ସହର ଶଟ୍‌ଡାଉନ୍‌

ଝାରସୁଗୁଡ଼ା ଅଫିସ,୨୮ା୮: ଝାରସୁଗୁଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି। ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଉ ଥିବାରୁ ଜିଲା ପ୍ରଶାସନ ଏହାକୁ ରୋକିବା ପାଇଁ ପଦକ୍ଷେପ ନେଇଛି। ପଦକ୍ଷେପ ସ୍ବରୂପ ୭ ଦିନ ପାଇଁ ଝାରସୁଗୁଡ଼ା ସହରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲାପାଳ ସରୋଜ କୁମାର ସାମଲ। ଆସନ୍ତା ୩୦ରୁ ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ ଏହି ଶଟ୍‌ଡାଉନ୍‌ ପାଳନ ହେବ। ଏହି ସମୟରେ ସକାଳ ୬ରୁ ୧୧ଟା ପର୍ଯ୍ୟନ୍ତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନଗୁଡିକ ଖୋଲା ରହିବ। କେବଳ ମେଡିସିନ ଦୋକାନ ଏବଂ ବ୍ୟାଙ୍କ ପୂର୍ବ ଭଳି ଖୋଲା ରହିବ। ରେଳ ବିଭାଗ କର୍ମଚାରୀ ସେମାନଙ୍କ ପରିଚୟ ପତ୍ର ଦେଖାଇ ଯିବା ଆସିବା କରିପାରିବେ।
ତେବେ ୨୯ ତାରିଖ ଶନିବାର ସହରରେ ସାପ୍ତାହିକ ଶଟ୍‌ଡାଉନ୍‌ ପାଳନ ହେବ ନାହିଁ ବୋଲି ସେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁକୁ ନେଇ ବନ ବିଭାଗ ନାକେଦନ, ଲୋକେ ଆତଙ୍କିତ

କେନ୍ଦୁଝର,୧୨।୫(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ଯୋଗିମଠ ଗ୍ରାମ ନିକଟରେ ଏକ ବଣୁଆ ଭାଲୁ ଗ୍ରାମାଞ୍ଚଳକୁ ଚାଲି ଆସିବା ଫଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଶୁକ୍ରବାର...

୧୮ରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ବାତିଲ

ପୁରୀ ଅଫିସ,୧୪।୧୦: ଆସନ୍ତା ୧୮ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ଯୋଜନା ପ୍ରକଳ୍ପର ଭୂମି ପୂଜନ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ଏଥିସହ ଏହିଦିନ ମୁଖ୍ୟମନ୍ତ୍ରୀ ନବୀନ...

ପାନୀୟ ଜଳ ଯୋଗାଣରୁ ସୁନାଖଳା ଗାଁ ଲୋକ ବଞ୍ଚିତ

ଭାପୁର,୯ା୫(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ବିଜିପୁର ପଞ୍ଚାୟତ ଅଧୀନ ସୁନାଖଳା ଗାଁରେ ଦୀର୍ଘ ୧୩ ବର୍ଷରୁ ଊଦ୍ଧର୍‌ବ ହେଲା ପାନୀୟ ଜଳ ପାଇବାରୁ...

ପ୍ରେମ ପାଇଁ ୫ ଘଣ୍ଟାର ଆତଙ୍କ

ବଲାଙ୍ଗୀର ଅଫିସ, ୧୬ା୬:ଏକତରଫା ପ୍ରେମକୁ ନେଇ ବଲାଙ୍ଗୀର ସହରରେ ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି ୫ଘଣ୍ଟାର ଆତଙ୍କ। ଜଣେ ବନ୍ଧୁକଧାରୀ ଯୁବକ ଅନ୍ୟ ଜଣେ ବ୍ୟକ୍ତିଙ୍କ...

ଛୁରାମାଡ଼ରେ ଯୁବକ ଗୁରୁତର: ପୋଲିସର ତଦନ୍ତ ଆରମ୍ଭ

ଭଦ୍ରକ ଅଫିସ,୬।୧୧: ଭଦ୍ରକରେ କାଳୀପୂଜା ପାଇଁ ଯାତ୍ରା ଚାଲିଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଚରମ୍ପାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଚରମ୍ପାର...

ବଡ଼ଭାଇଙ୍କ ଆକ୍ରମଣରେ ସାନଭାଇଙ୍କ ଜୀବନଗଲା

ବାହାନଗା,୨୧ା୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ନୂଆପୁର ଗ୍ରାମର ଏକ ପରିବାରରେ ପାହାଚ ନିର୍ମାଣକୁ କେନ୍ଦ୍ର କରି ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ...

ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଯୋଦ୍ଧାଙ୍କୁ ଫୁଲ, ତାଳିରେ ସ୍ବାଗତ କଲେ ପଡ଼ୋଶୀ

ନୂଆଦିଲ୍ଲୀ,୮।୫:  ରାଜଧାନୀ ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ  ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀରେ ଏପର୍ଯ୍ୟନ୍ତ ପ୍ରାୟ ୬୦୦୦ରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି।...

ଗତ ୨୪ଘଣ୍ଟାରେ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୨୭,୧୧୪ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସ୍ଥିତି ସଂଘାତିକ ହେବାରେ ଲାଗିଛି। ପୂର୍ବାପେକ୍ଷା ପ୍ରତିଦିନ ନୂଆ ନୂଆ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଆମେରିକା, ବ୍ରାଜିଲ ପରେ ଏବେ ଭାରତ...

Advertisement
Archives

Model This Week