ଝସକେତନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ସୋନପୁର,୨୫।୩(ନି. ପ୍ର): ସୁବର୍ଣ୍ଣପୁର ଜିଲା ପରିଷଦ ଉପାଧ୍ୟକ୍ଷ ଭାବେ ବରିଷ୍ଠ ବିଜେଡି ନେତା ଝସକେତନ ବଘାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି. ତାଙ୍କୁ ଜିଲାପାଳ ଆବୋଲି ସୁନିଲ ନରୱାଣେ ଉପାଧ୍ୟକ୍ଷ ଭାବେ ଶୁକ୍ରବାର ଶପଥ ପାଠ କରାଇଛନ୍ତି. ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ବଘାର ଜିଲାର ୨ ନମ୍ବର ଜିଲା ପରିଷଦ ଜୋନରୁ ନିର୍ବାଚିତ ହୋଇଥିଲେ। ସେ ଏବେ ଉଲୁଣ୍ଡା ବ୍ଲକ ବିଜେଡି ସଭାପତି ଅଛନ୍ତି। ଶ୍ରୀ ବଘାର ପୂର୍ବରୁ ଉଲୁଣ୍ଡା ବ୍ଲକ ପଞ୍ଚାୟତ ସମିତି ଅଧକ୍ଷ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କଲେ ଦୁଇ ନାବାଳକ

କେନ୍ଦୁଝର,୧୬ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଞ୍ଚଳରେ ରବିବାର ରାତିରେ ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ଦୁଇ ନାବାଳକ ଭାଇ। ତେବେ ପୋଲିସ...

ଚମକିବ ରାମଚଣ୍ଡୀ ପୀଠ

ଢେଙ୍କାନାଳ ଅଫିସ, ୧୧।୧୧: ଢେଙ୍କାନାଳ ଜିଲାର ଐତିହ୍ୟସମ୍ପନ୍ନ ପୀଠ ଏବଂ ଡ୍ୟାମ୍‌ଗୁଡ଼ିକର ବିକାଶ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଅଣ୍ଟା ଭିଡ଼ିଛି ପର୍ଯ୍ୟଟନ ବିଭାଗ। ଏହି ପରିପ୍ରେକ୍ଷୀରେ ପ୍ରସିଦ୍ଧ...

ବାଗଡ଼ିଆ ଅଞ୍ଚଳରେ କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

ଛେଣ୍ଡିପଦା,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ଅଞ୍ଚଳରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ହୋଇଛି। ଝଡତୋଫାନ ସହ କୁଆପଥର ବୃଷ୍ଟିପାତ ସାଙ୍ଗକୁ ପ୍ରବଳ...

ହାତୀବନ୍ଧ ପାର୍କ କାମ ଆରମ୍ଭ

ଭଞ୍ଜନଗର,୧୬।୫(ଡି.ଏନ.ଏ.): ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଉଦ୍ୟମ କ୍ରମେ ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ଶାଖା ପଛପଟେ ଥିବା ହାତୀବନ୍ଧ ପାର୍କ...

ଅର୍ଥ ଅଭାବରୁ ହୋଇ ପାରିଲାନି ଚିକିତ୍ସା

କାଳିଆପାଣି,୧୧ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ରଁାସୋଳ ପଞ୍ଚାୟତର ମାଙ୍କେଡ଼ିଆ ସମ୍ପ୍ରଦାୟ ଲୋକେ ଅର୍ଥ ଅଭାବରୁ ଚିକିତ୍ସା ସୁବିଧା ପାଇ ପାରୁନାହାନ୍ତି। ରାଜ୍ୟ ସରକାରଙ୍କ...

ଲାଞ୍ଚ ନେଇ ପରିସଂଖ୍ୟାନ କିରାଣି ଗିରଫ

କଟକ ଅଫିସ, ୯ା୧୧: ୧ହଜାର ଟଙ୍କା ଲାଞ୍ଚ ନେଇ ନରସିଂହପୁର ବ୍ଲକ ଅଧୀନ କାନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପରିସଂଖ୍ୟାନ କିରାଣି ହୃଦାନନ୍ଦ ଲେଙ୍କା ଭିଜିଲାନ୍ସ...

କଳିଙ୍ଗନଗର ଶିଳ୍ପାଞ୍ଚଳ: ୨୫ ହଜାର ଲୋକ ନିଯୁକ୍ତି ହରାଇଛନ୍ତି

ଯାଜପୁର ଅଫିସ,୧୫।୬: ଗତ ୫ ବର୍ଷ ମଧ୍ୟରେ କଳିଙ୍ଗନଗର ଶିଳ୍ପ କାରଖାନାରେ କାର୍ଯ୍ୟରତ ପ୍ରାୟ ୨୦ ହଜାର ଠିକା ଶ୍ରମିକ ଏବଂ ୫ ହଜାରରୁ ଊର୍ଦ୍ଧ୍ୱ...

ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି।...

Advertisement
Archives

Model This Week