ଝସକେତନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ସୋନପୁର,୨୫।୩(ନି. ପ୍ର): ସୁବର୍ଣ୍ଣପୁର ଜିଲା ପରିଷଦ ଉପାଧ୍ୟକ୍ଷ ଭାବେ ବରିଷ୍ଠ ବିଜେଡି ନେତା ଝସକେତନ ବଘାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି. ତାଙ୍କୁ ଜିଲାପାଳ ଆବୋଲି ସୁନିଲ ନରୱାଣେ ଉପାଧ୍ୟକ୍ଷ ଭାବେ ଶୁକ୍ରବାର ଶପଥ ପାଠ କରାଇଛନ୍ତି. ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ବଘାର ଜିଲାର ୨ ନମ୍ବର ଜିଲା ପରିଷଦ ଜୋନରୁ ନିର୍ବାଚିତ ହୋଇଥିଲେ। ସେ ଏବେ ଉଲୁଣ୍ଡା ବ୍ଲକ ବିଜେଡି ସଭାପତି ଅଛନ୍ତି। ଶ୍ରୀ ବଘାର ପୂର୍ବରୁ ଉଲୁଣ୍ଡା ବ୍ଲକ ପଞ୍ଚାୟତ ସମିତି ଅଧକ୍ଷ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍‌

ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।...

ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି

ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର...

ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ...

ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ

ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ

ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍‌ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ।...

ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ...

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ...

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri