ନୟାଗଡ ଭାଜପାକୁ  ଝଟ୍‌କା: ବିଜେଡିରେ ଯୋଗଦେଲେ ଇରାନୀ ରାୟ

ନୟାଗଡ଼,୨୪।୩(ଲୋକନାଥ ମିଶ୍ର): ନୟାଗଡ଼ ଭାଜପାକୁ  ଝଟ୍‌କା । ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗଦେଇଛନ୍ତି।  ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ଯୋଗଦେଛନ୍ତି। ଶତାଧିକ ସମର୍ଥକଙ୍କ ସହିତ ସେ ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି । ଏମ୍ ପି  ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ବିଧାୟକ ତଥା ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ଏମ୍ ପି ସଶ୍ମିତ ପାତ୍ର  ମଧ୍ୟ ଏହି ଅବସରରେ ସେଠାରେ ଉପସ୍ଥିତ ଥିଲେ । କିଛି ଦିନ ସେ ତଳେ ଭାଜପା  ଛାଡିଥିଲେ। ୨୦୧୯ରେ ବିଜେପିର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ ଇରାନୀ ।
ତେବେ ବିଜେଡିରେ ମିଶିଲା ପରେ ଇରାନୀ ଭାଜପା ଉପରେ ବର୍ଷିଛନ୍ତି । ସେ କହିଛନ୍ତି, ନୟାଗଡ଼ରେ ଭାଜପା ପାଇଁ ଅନେକ କିଛି କରିଛି । ହେଲେ ମୋ ପରିଶ୍ରମ ଓ ତ୍ୟାଗର ସମ୍ମାନ ମତେ ମିଳିନି । ମୋ ସହିତ ଅନ୍ୟାୟ ହୋଇଛି

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri