ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

ପୁରୀ,୨୬।୮: ଶ୍ରୀମନ୍ଦିର ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠବାଡିରେ ଶନିବାରଠାରୁ ଝୁଲଣ ଯାତ୍ରାର ମାହୋଲ ଆରମ୍ଭ ହୋଇଛି । ଏହି ଯାତ୍ରା ସାତଦିନ ଧରି ଚାଲିବ । ତେବେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ପ୍ରାପ୍ତ ହୋଇ ପ୍ରଭୁ ମଦନମୋହନ, ଭୂଦେବୀ ଓ ଶ୍ରୀଦେବୀ ଝୁଲଣକୁଞ୍ଜକୁ ବିଜେ କରିବେ ।
ଶ୍ରୀମନ୍ଦିର ମୁକ୍ତିମଣ୍ଡପରେ ଆକର୍ଷଣୀୟ ଭାବେ ନିର୍ମାଣ କରାଯାଇଥିବା ଝୁଲଣ କୁଞ୍ଜରେ ପ୍ରଭୁ ମଦନମୋହନ ପ୍ରମୁଖ ରାସ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?