ଦର୍ଶକଙ୍କୁ ପସନ୍ଦ ଆସିଲାନି ଅମିତାଭଙ୍କ ‘ଝୁଣ୍ଡ’

ମୁମ୍ବାଇ: ବଲିଉଡ ମହାନାୟକ ଅମିତାଭ ବଚ୍ଚନଙ୍କର ରହିଛି ମନୋରଞ୍ଜନ ଦୁନିଆରେ ଏକ ଭିନ୍ନ ପରିଚୟ । ତାଙ୍କର ବିକଳ୍ପ କେହି ନାହିଁ କହିଲେ ଚଳେ । ୭୯ ବର୍ଷ ବୟସରେ ବି ସେ ଦର୍ଶକଙ୍କୁ ପୂର୍ବଭଳି ବାନ୍ଧି ରଖିବାରେ ବେଶ ପାରଙ୍ଗମ । ହେଲେ ଏଥର ଦର୍ଶକେ ବିଗ ବିଙ୍କ ଅଭିନୟକୁ ସେତେଟା ପସନ୍ଦ କରି ନ ଥିବା କୁହାଯାଉଛି । କରୋନା ମହାମାରୀ ପରେ ପ୍ରଥମ କରି ରିଲିଜ୍ ହେଲା ବିଗ ବିଙ୍କ ଅଭିନୀତ ଫିଲ୍ମ ‘ଝୁଣ୍ଡ’ । ଦର୍ଶକେ ଫିଲ୍ମକୁ ଯଦିଓ ପସନ୍ଦ କରିଛନ୍ତି ହେଲେ ବକ୍ସ ଅଫିସରେ ଏହା ଏତେ ଭଲ ପ୍ରଦର୍ଶନ କରି ନାହିଁ । ଟ୍ରେଡ ଆନାଲିଷ୍ଟ ତରଣ ଆଦର୍ଶ ଫିଲ୍ମର ଓପନିଂ ଡେ’ର କଲେକ୍ସନ ଶେୟାର କରିଛନ୍ତି । ପ୍ରଥମ ଦିନରେ ଫିଲ୍ମ ମାତ୍ର ୧.୫୦ କୋଟି ଆୟ କରିଛି । ଯାହା ଆଦୌ ଆଖି ଦୃଶିଆ ନୁହେଁ । ୱିକଏଣ୍ଡରେ ରିଲିଜ୍ ହାଇଥିବା ଏହି ଫିଲ୍ମ ଆଗକୁ କେତେ ବ୍ୟବସାୟ କରିବ ତାହା ସମୟ କହିବ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?