Posted inଖେଳ

ଏମିତି ଶଟ୍‌ ମାରିଲେ ବ୍ୟାଟ୍ସମ୍ୟାନ୍‌: ସନ୍ୟାସ ଘୋଷଣା କଲେ ରାଜସ୍ଥାନର ବୋଲର୍‌ !

ମୁମ୍ବାଇ,୯।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଚଳିତ ସିଜନ୍‌ରେ ଭଲ ପ୍ରଦର୍ଶନ କରିଆସୁଛି ରାଜସ୍ଥାନ ରୟାଲ୍ସ। ହେଲେ ଏବେ ଏହାର ଜଣେ ଖେଳାଳି ବଡ଼ ଘୋଷଣା କରି ଚର୍ଚ୍ଚାରେ। ନ୍ୟୁଜିଲାଣ୍ଡ ଖେଳାଳି ଜିମି ନିଶାମ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଅଭ୍ୟାସ ସମୟର ଫଟୋ ଏବଂ ଭିଡିଓ ଶେୟାର କରିଛନ୍ତି। ସେଥିରେ ସେ ରିଆନ ପରାଗଙ୍କୁ ବୋଲିଂ କରୁଥିବା ଦେଖାଯାଇଛି। ଏହି ସମୟରେ ରିଆନଙ୍କ ଏକ ଶଟ୍‌ ଜିମିଙ୍କ ପାଖ ଦେଇ ଚାଲିଯାଇଥିଲା। ଏହାଦ୍ୱାରା ତାଙ୍କୁ ଆଘାତ ଲାଗିପାରିଥାନ୍ତା। ଘଟଣାକୁ ଇଙ୍ଗିତ କରି ନିଶାମ ଏବେଠାରୁ ହିଁ ମୁଁ ନିଜର ସନ୍ୟାସ ନେଇ ଘୋଷଣା କରୁଛି ବୋଲି ଇନ୍‌ଷ୍ଟାଗ୍ରାମରେ ଲେଖିଥିଲେ। ପ୍ରଶଂସକମାନେ ଏହାକୁ ଦେଖି ଚକିତ ହୋଇଯାଇଥିଲେ। ହେଲେ ପରେ ସେ ନେଟ୍ସରେ ବୋଲିଂ କରିବାରୁ ସନ୍ୟାସ ନେବାକୁ ଘୋଷଣା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri