ତୃତୀୟ ଥର ରାଷ୍ଟ୍ରପତି ହେବେ ଜିନ୍‌ପିଙ୍ଗ୍‌

ବେଜିଂ, ୯ା୧୧: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ତୃତୀୟ ଥର ପାଇଁ ଶାସନ ମୁଖ୍ୟ ମନୋନୀତ ହେବାକୁ ଯାଉଛନ୍ତି। ଏଥିପାଇଁ ଚାଇନା କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ସୋମବାର ଆରମ୍ଭ ହୋଇଥିବା ୪ ଦିନିଆ ସମ୍ମିଳନୀରେ ଶାସକ ଦଳ ସିପିସି ପକ୍ଷରୁ ଐତିହାସିକ ସଂକଳ୍ପନାମା ଜାରି କରାଯାଇ ଜିନ୍‌ପିଙ୍ଗଙ୍କୁ ଚାଇନାର ଜଣେ ଯୁଗାନ୍ତକାରୀ ନେତା ଘୋଷଣା କରାଯିବ। ସିପିସିର ୧୯ତମ କେନ୍ଦ୍ରୀୟ କମିଟି ଏହାର ଷଷ୍ଠ ସେସନ୍‌ ଆରମ୍ଭ କରିଛି। ଏଥିରେ ପ୍ରାୟ ୪ ଶହ ପୂର୍ଣ୍ଣ ଏବଂ ଅସ୍ଥାୟୀ ସଦସ୍ୟ ସାମିଲ ହୋଇଛନ୍ତି। କମିଟିର ସାଧାରଣ ସମ୍ପାଦକ ୬୮ ବର୍ଷୀୟ ଜିନ୍‌ପିଙ୍ଗ ପଲିଟିକାଲ ବ୍ୟୁରୋ ପକ୍ଷରୁ ତାଙ୍କ କାର୍ଯ୍ୟ ରିପୋର୍ଟ ପ୍ରଦାନ କରିଛନ୍ତି। ଆସନ୍ତା ବର୍ଷ ତାଙ୍କ ଦ୍ୱିତୀୟ ୫ ବର୍ଷିଆ କାର୍ଯ୍ୟକାଳ ପୂର୍ଣ୍ଣ ହେବ। ସିପିସି ପ୍ରତିଷ୍ଠାତା ମାଓ ଜୋଡାଙ୍ଗଙ୍କ ପରେ ଜିନ୍‌ପିଙ୍ଗ୍‌ ସବୁଠାରୁ ଶକ୍ତିଶାଳୀ ନେତା ଭାବେ ଉଭା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ୍‌ଙ୍କ ହାତରେ ପୁଣି ନ୍ୟୁକ୍ଲିୟର ବ୍ରିଫ୍‌କେସ୍‌, ତୃତୀୟ ବିଶ୍ୱ ଯୁଦ୍ଧ ଆଶଙ୍କା ନେଇ ଚର୍ଚ୍ଚା !…

ମସ୍କୋ, ୧୩।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୪୮ ଦିନ ବିତିଛି। କିନ୍ତୁ ଏତେ ଦିନ ପରେ ମଧ୍ୟ ରୁଷିଆର ସେନା ପଛଘୁଞ୍ଚା...

ଚାଇନାର ନିରାପତ୍ତା ଆଇନକୁ ବିରୋଧ

ହଂକଂ,୨୫।୫: ହଂକଂରେ ଚାଇନାର ଜାତୀୟ ନିରାପତ୍ତା ଆଇନକୁ ବିରୋଧ କରି ରବିବାର ବହୁସଂଖ୍ୟକ ବିକ୍ଷୋଭକାରୀ ରାସ୍ତାକୁ ଓହ୍ଲାଇଛନ୍ତି। ଏହି ପ୍ରସ୍ତାବିତ ଆଇନ ସହରର ସ୍ବାଧୀନତା ପ୍ରତି...

ଚଳନ୍ତା କାର୍‌ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…

ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍‌ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ...

ନଓ୍ବାଜ ଶରିଫ ପୁଣି ହୋଇପାରନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ, ସଙ୍କେତ ଦେଲେ ଶହବାଜ

ଇସଲାମାବାଦ,୩୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଅର୍ଥମନ୍ତ୍ରୀ ଇଶାକ ଦାରଙ୍କୁ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କରିବାର ସମ୍ଭାବନାକୁ ଏଡ଼ାଇ ଦେଇଛନ୍ତି। ଆସନ୍ତା ସାଧାରଣ ନିର୍ବାଚନକୁ...

ତବଲିଘ୍‌ ଜମାତର ୨୦ ହଜାର ଲୋକଙ୍କୁ କ୍ୱାରାଣ୍ଟାଇନ୍‌ କଲା ପାକିସ୍ତାନ

ଇସଲାମାବାଦ୍‌,୭।୪: ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଦେଶରେ ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩...

ଜାତିସଂଘରେ କଶ୍ମୀର ପ୍ରସଙ୍ଗ ଉଠାଇଲା ତୁର୍କୀ…

ନ୍ୟୁୟର୍କ,୨୦।୯ : ମିଳିତ ଜାତିସଂଘ ସାଧାରଣ ସଭାରେ ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏର୍ଦୋଗନ କାଶ୍ମୀର ପ୍ରସଙ୍ଗକୁ ପୁଣି ଥରେ ଉଠାଇଛନ୍ତି। ନ୍ୟୁୟର୍କରେ ଅନୁଷ୍ଠିତ ସାଧାରଣ...

ୟୁକ୍ରେନ ପାଇଁ ନାଟୋରେ ସାମିଲ ହେବା ବାଟ ନୁହେଁ ସହଜ…

ଓ୍ବାଶିଂଟନ,୧୭।୬ : ୟୁକ୍ରେନ ପାଇଁ ନାଟୋରେ ସାମିଲ ହେବା ବାଟ ଏମେବ ସହଜ ପରିବର୍ତ୍ତେ କଠିନ ହେବାରେ ଲାଗିଛି। ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସତ୍ତ୍ୱେ...

ଭାବମୂର୍ତ୍ତି ପରିବର୍ତ୍ତନ ପ୍ରୟାସ, ଜାତିସଂଘ ମହାସଭାରେ ଉଦ୍‌ବୋଧନ ଦେବାକୁ ତାଲିବାନ୍‌ର ଇଛା…

ଜେନେଭା/କାବୁଲ,୨୨।୯: ତାଲିବାନ୍‌ ଜାତିସଂଘ ମହାସଭାରେ ପୃଥିବୀକୁ ଉଦ୍‌ବୋଧନ ଦେବାର ଇଛା ପ୍ରକଟ କରିଛି। ଏନେଇ ତାଲିବାନ୍‌ ସରକାରଙ୍କର ବୈଦେଶିକ ମନ୍ତ୍ରୀ ଆମିର ଖାଁ ଜାତିସଂଘ ମହାସଚିବ...

Advertisement
Archives

Model This Week