ଦଶହରାରେ ୫ଜି ଲଞ୍ଚ କରିବ ଜିଓ: ଏସବୁ ସହରର ବ୍ୟବହାରକାରୀଙ୍କୁ ସୁବିଧା, ଦେଉଛି ଓ୍ବେଲକମ୍‌ ଅଫର

ନୂଆଦିଲ୍ଲୀ,୪।୧୦: ଏୟାରଟେଲ ପରେ ଏବେ ୫ଜି ସେବା ନେଇ ଘୋଷଣା କରିଛି ଜିଓ। ଏହି ସେବା ଦଶହରାରେ ଦେଶରେ ଆରମ୍ଭ ହେବ। ପ୍ରାଥମିକ ପର୍ଯ୍ୟାୟରେ କମ୍ପାନୀ ୪ଟି ସହରରେ ସେବା ଯୋଗାଇ ଦେବ। ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ବାରାଣସୀର ଲୋକମାନେ ୫ଜି ସେବାର ସୁବିଧା ପାଇପାରିବେ।

ତେବେ କମ୍ପାନୀ ପକ୍ଷରୁ ୫ଜି ୱେଲକମ ଅଫର ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଏହି ଅଫର ଜରିଆରେ ଗ୍ରାହକମାନେ ଅନଲିମିଟେଡ ୫ଜି ଡାଟା, ତା’ ପୁଣି ୧ଜିବିପିଏସ+ ସ୍ପିଡରେ ପାଇବେ। ବର୍ତ୍ତମାନ ଜିଓ ତା’ର ୫ଜି ସେବା ପାଇଁ ବେଟା ଟ୍ରାଏଲ୍ସ ବ୍ୟବସ୍ଥା କରିଛି। ଏହାର ଅର୍ଥ ସମସ୍ତେ ଜିଓ ୫ଜି ନେଟୱର୍କର ସୁବିଧା ପାଇପାରିବେ ନାହିଁ।

ବର୍ତ୍ତମାନ ସମୟରେ ଆପଣ ଯଦି ଉପରୋକ୍ତ ୪ ସହରରେ ରହୁଛନ୍ତି ଓ ଆପଣଙ୍କ ପାଖରେ ୫ଜି ସ୍ମାର୍ଟଫୋନ ରହିଛି, ତା’ହେଲେ ଆପଣଙ୍କୁ ଜିଓ ୫ଜି ୱେଲକମ ଅଫର ମିଳିପାରିବ। କମ୍ପାନୀ ଏଯାଏ କୌଣସି ୫ଜି ପ୍ଲାନ୍ସ ବା ସୱତନ୍ତ୍ର ପ୍ୟାକ ସମ୍ପର୍କରେ ଘୋଷଣା କରିନାହିଁ। ତେଣୁ ପ୍ୟାକ ଘୋଷଣା ହେବା ଯାଏ ୫ଜି ଫୋନ ରଖିଥିବା ଗ୍ରାହକ ମାଗଣାରେ ୫ଜି ନେଟୱର୍କର ଲାଭ ଉଠାଇ ପାରିବେ। ଏଥିଲାଗି ନୂଆ ସିମ୍‌ର ଆବଶ୍ୟକତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri