ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ନୂତନ ଜିଓ ଏୟାରଫାଇବର ଗ୍ରାହକଙ୍କ ପାଇଁ ୩୦% ରିହାତି ଫ୍ରିଡମ୍‌ ଅଫରର ଶୁଭାରମ୍ଭ ୨୦୨୪ ଜୁଲାଇ ୨୬ରୁ ଆରମ୍ଭ ହେଉଛି।

ସେହିଭଳି ପୂର୍ବରୁ ସୁଲଭ ରହିଥିବା ଜିଓ ଏୟାରଫାଇବର ପ୍ଲାନ୍‌ ସାଙ୍ଗକୁ ନୂତନ ଜିଓ ଏୟାରଫାଇବର ସଂଯୋଗ ନେଉଥିବା ଗ୍ରାହକମାନେ ଏହି ଅଫର ମାଧ୍ୟମରେ ୧୦୦୦ଟଙ୍କା ଇନ୍‌ଷ୍ଟାଲେଶନ ଚାର୍ଜ ଛାଡ ଭାବେ ୩୦% ରିହାତି ପାଇବେ। ଏହି ଅଫର ଏକ ସୀମିତ ଅବଧି ପାଇଁ ଉପଲବ୍ଧ ରହିଛି। ଏହି ଫ୍ରିଡମ ଉତ୍ସବ ଅଫରର ଲାଭ ଗ୍ରାହକମାନେ ୨୦୨୪ ଜୁଲାଇ ୨୬ରୁ ଅଗଷ୍ଟ ୧୫ ମଧ୍ୟରେ ପାଇପାରିବେ। ଜିଓ ନୂତନ ଏୟାରଫାଇବର ସଂଯୋଗ ପାଇଁ ଗ୍ରାହକମାନେ ୬୦୦୦୮-୬୦୦୦୮ରେ ମଧ୍ୟ ଏକ ମିସ୍‌ କଲ୍‌ ଦେଇପାରିବେ।

ସେହିପରି ଜିଓ ଫାଇବର ଏବଂ ଏୟାରଫାଇବର ହେଉଛି, ଦେଶର ସର୍ବବୃହତ୍‌ ଏବଂ ଦ୍ରୁତଗତିରେ ବୃଦ୍ଧି ପାଉଥିବା ଘରୋଇ ବ୍ରଡ୍‌ବ୍ୟାଣ୍ଡ ଏବଂ ମନୋରଞ୍ଜନ ସେବା ଓ ୧.୨ କୋଟିରୁ ଅଧିକ ଘର ପରିସର ସହିତ ଜିଓ ଫାଇବର ଏବଂ ଏୟାରଫାଇବର ସେବା ୯୯.୯୯% ଉକତ୍ର୍ଷ ସହ ଦ୍ରୁତଗତିରେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri