ଜିଓର ନୂଆବର୍ଷ ଭେଟି, ପ୍ରତିଦିନ ହାଇସ୍ପିଡ୍‌ ୨.୫ଜିବି ଇଣ୍ଟନନେଟ୍‌ ମାତ୍ର ଏତିକି ଟଙ୍କାରେ…

ନୂଆଦିଲ୍ଲୀ,୧୨।୧୨: ଆଉ କିଛି ଦିନ ପରେ ଆସିବ ନୂଆବର୍ଷ । ଏତିପାଇଁ ଜିଓ ଆଣିଛି ଦମଦାର ଅଫର୍‌। ନିଜ କୋଟି କୋଟି ୟୁଜର୍ସଙ୍କୁ ଖୁସି ଖବର ଦେଇଛି ଜିଓ। ଦେଶର ସବୁଠୁ ବଡ଼ ଟେଲିକମ କମ୍ପାନୀ ନୂଆ ହାପି ନ୍ୟୁ ଇୟର ୱେଲକମ ପ୍ଲାନ ଲଞ୍ଚ କରିଛି ।

ଏହି ପ୍ଲାନରେ ୟୁଜର୍ସଙ୍କୁ ଅନଲିମିଟେଡ କଲିଂ ସହ ଅନଲିମିଟେଡ ୫ଜି ଡାଟା ସମେତ ଅନେକ ଦମଦାର ଲାଭ ମିଳୁଛି। ଜିଓର ଏହି ପ୍ଲାନ ୨୦୦ ଦିନର ଲମ୍ବା ଭ୍ୟାଲିଡିଟି ସହ ଆସିଥାଏ। ଏହା ଦ୍ୱାରା ୟୁଜର୍ସଙ୍କୁ ନିଜର ଜିଓ ନମ୍ବର ବାରମ୍ବାର ରିଚାର୍ଜ କରିବାକୁ ପଡିବନି। ଜିଓର ଏହି ରିଚାର୍ଜ ପ୍ଲାନ ୨୦୨୫ ଟଙ୍କା ମୂଲ୍ୟରେ ଲଞ୍ଚ କରାଯାଇଛି। କମ୍ପାନୀ ଏହି ବିଶେଷ ପ୍ଲାନର ମୂଲ୍ୟ ନୂଆ ବର୍ଷ ହିସାବରେ ରଖିଛି। ଏହି ପ୍ଲାନରେ ମିଳୁଥିବା ଲାଭ ବିଷୟରେ କହିଲେ, ୟୁଜର୍ସଙ୍କୁ ଏହି ଲମ୍ବା ଭ୍ୟାଲିଡିଟିର ରିଚାର୍ଜ ପ୍ଲାନରେ ପ୍ରତିଦିନ ୨.୫ଜିବି ହାଇ ସ୍ପିଡ ଇଣ୍ଟରନେଟ ଡାଟାର ଲାଭ ମିଳିଥାଏ।

ଏହି ପ୍ଲାନ ୨୦୦ ଦିନର ଭ୍ୟାଲିଡିଟି ସହ ଆସିଥାଏ, ଯେଉଁ କାରଣରୁ ୟୁଜର୍ସଙ୍କୁ ସମୁଦାୟ ୫୦୦ ଜିବି ହାଇ ସ୍ପିଡ ଡାଟାର ଲାଭ ମିଳିବ। ଜିଓ ଏହି ୱେଲକମ ଅଫର ୧୧ ଡିସେମ୍ବର ଅର୍ଥାତ ଆଜିଠାରୁ ୧୧ ଜାନୁଆରୀ ପର୍ଯ୍ୟନ୍ତ ଉପଲବ୍ଧ ରହିବ। ୫ଜି ସ୍ମାର୍ଟଫୋନ ୟୁଜର୍ସଙ୍କୁ ଏହି ପ୍ଲାନରେ ଅନଲିମିଟେଡ ୫ଜି ଡାଟାର ଲାଭ ମିଳିବ। ଜିଓର ଅନ୍ୟ ରିଚାର୍ଜ ପ୍ଲାନ ପକ୍ଷରୁ ଏଥିରେ ମଧ୍ୟ ୟୁଜର୍ସଙ୍କୁ ସାରା ଭାରତରେ କୌଣସି ମଧ୍ୟ ନମ୍ବରରୁ କଲ କରିବା ଲାଗି ଫ୍ରୀ କଲିଂ ଏବଂ ନେସନାଲ ରୋମିଂର ଲାଭ ମିଳିବ। ଏତିକି ନୁହେଁ, ଏହି ପ୍ଲାନରେ ୟୁଜର୍ସଙ୍କୁ AJIO, Swiggy ସମେତ ଅନେକ ଫୁଡ ଏବଂ ସିକ୍ୟୁରିଟି ଆପ୍ସର ଫ୍ରୀ ସବସ୍କ୍ରିପସନ ମଧ୍ୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri