ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ ମଧ୍ୟ ବାରମ୍ବାର ନେଟୱର୍କ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଉଥିବାରୁ ଗ୍ରାମବାସୀ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉ ଥିବା ଗ୍ରାମର ଯୁବ ସମାଜସେବୀ ଜ୍ୟୋତି ରଞ୍ଜନ ପ୍ରଧାନ ଅଭିଯୋଗ କରିଛନ୍ତି।
ନେଟୱର୍କ ବନ୍ଦ ରହିବାରୁ ଫୋନ ପେଟ, ଭିମ, ୟୁପିଆଇ ଭଳି ଡିଜିଟାଲ ପେମେଣ୍ଟ, ଅନଲାଇନ ବ୍ୟାଙ୍କିଂ, ସରକାରୀ ସେବା, ଅନଲାଇନ ପାଠପଢ଼ା ଏବଂ ଜରୁରୀକାଳୀନ ଯୋଗାଯୋଗ ସମ୍ପୂର୍ଣ୍ଣ ବ୍ୟାହତ ହେଉଛି। ସିଏସପି କେନ୍ଦ୍ରଗୁଡ଼ିକରେ ଗ୍ରାହକମାନେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ବାଧ୍ୟ ହେଉଛନ୍ତି। ଏନେଇ ଗ୍ରାମବାସୀ ଜିଓ କର୍ତ୍ତୃପକ୍ଷ ଓ TRAI ନିକଟରେ ତୁରନ୍ତ ବୈଷୟିକ ତଦନ୍ତ କରି ସ୍ଥାୟୀ ସମାଧାନ କରିବାକୁ ଦାବି କରିଛନ୍ତି। ନଚେତ୍‌ ଆଗାମୀ ଦିନରେ ଜନଆନ୍ଦୋଳନ କରାଯିବ ବୋଲି ସତର୍କ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ସରକାରୀ ଚାକିରି ଛାଡ଼ି ଗରିବଙ୍କ ସେବା ପାଇଁ ଆଗେଇଲେ ଡାକ୍ତର ଇଶିକା, କେସିଙ୍ଗାରେ ଖୋଲିଲେ କ୍ଲିନିକ

କେସିଙ୍ଗା,୧୧।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଆଦର୍ଶ ଥାନା ପାର୍ଶ୍ଵରେ ଡା ଇଶିକା ଅଗ୍ରୱାଲଙ୍କ ତତ୍ୱାବଧାନରେ ଏକ ଅଗ୍ରୱାଲ ହେଲଥ କେୟାର କ୍ଲିନିକ ରବିବାର ଉଦଘାଟନ…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?