୨୬,୪୭୮ କୋଟି ଟଙ୍କା ଆୟ କଲା ରିଲାଏନ୍ସ ଜିଓ, ପ୍ରଥମ କ଼୍ବାର୍ଟରରେ ୧୨% ବୃଦ୍ଧି

ମୁମ଼୍ବାଇ, ୧୯।୭: ଆର୍ଥିକ ବର୍ଷ ୨୦୨୪-୨୫ର ପ୍ରଥମ କ଼୍ବାର୍ଟରରେ ରିଲାଏନ୍ସ ଜିଓର ଆୟ ବୃଦ୍ଧି ପାଇଛି । ଏପ୍ରିଲ, ମେ ଏବଂ ଜୁନ୍‌ ମାସର ଅଡିଟ୍‌ ପରେ କମ୍ପାନୀର ନେଟ୍‌ ଲାଭରେ ୨.୦୨ ପ୍ରତିଶତ ବୃଦ୍ଧି ହୋଇଛି । ଗତ ଆର୍ଥିକ ବର୍ଷର ପ୍ରଥମ ସପ୍ତାହରେ କମ୍ପାନୀ ୫,୩୩୭ କୋଟି ଟଙ୍କା ନେଟ୍‌ ଲାଭ କରିଥିବା ବେଳେ ଚଳିତ ଆର୍ଥିକ ବର୍ଷ ଏହା ୫,୪୪୫ କୋଟିରେ ପହଞ୍ଚିଛି । ରିଲାଏନ୍ସ ଗ୍ରୁପର ଏହି ଟେଲିକମ୍‌ କମ୍ପାନୀର ପରିଚାଳନା ରେଭେନ୍ୟୁ ୩ ମାସରେ ବୃଦ୍ଧି ହୋଇ ୨୬,୪୭୮ କୋଟି ଟଙ୍କା ରହିଛି । ଗତ ଆର୍ଥିକ ବର୍ଷରେ ଏହା ୨୫,୯୫୯ କୋଟି ଟଙ୍କା ରହିଥିଲା ।

ବାର୍ଷିକ ଭିତ୍ତିରେ ଦେଖିଲେ, ରିଲାଏନ୍ସ ଜିଓ ପ୍ରଥମ କ଼୍ବାର୍ଟରରେ ସ଼୍ବତନ୍ତ୍ର ନିଟ ଲାଭରେ ୧୨% ବୃଦ୍ଧି ପାଇଛି । ଗତ ଆର୍ଥିକ ବର୍ଷର ସମାନ କ଼୍ବାର୍ଟରରେ ଏହା ୪,୮୬୩ କୋଟି ଟଙ୍କା ଥିଲା। କମ୍ପାନୀର ରାଜସୱ ମଧ୍ୟ ବାର୍ଷିକ ୧୦.୧ ପ୍ରତିଶତ ବୃଦ୍ଧି ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?