ରାଉରକେଲା,ବ୍ରହ୍ମପୁରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ

ନୂଆଦିଲ୍ଲୀ,୧୫।୧: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମକର ସଂକ୍ରାନ୍ତି ଅବସରରେ ଓଡ଼ିଶାର ଆଉ ଦୁଇଟି ସହରରେ ଜିଓ ୫ଜି ସେବାର ଶୁଭାରମ୍ଭ କରାଯାଇଛିି। ଏପରିକି ଇସ୍ପାତ ନଗରୀ ରାଉରକେଲା ଓ ରେଶମ ସହର ବ୍ରହ୍ମପୁର ଠାରେ ଜିଓ ଟ୍ରୁ-୫ଜି ସେବାର ଆରମ୍ଭ ହୋଇଛି। ଏହା ପୂର୍ବରୁ ଜାନୁୟାରୀ ୫ରେ ମନ୍ଦିରମାଳିନୀ ସହର ଭୁବନେଶ୍ୱର ଓ ରୌପ୍ୟ ନଗରୀ କଟକରେ ମଧ୍ୟ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିଲା। ସେହିଭଳି ଦକ୍ଷିଣ ଓଡ଼ିଶାର ପ୍ରବେଶ ପଥ ଭାବେ ପରିଚିତ ବ୍ରହ୍ମପୁର ସହରରେ ଜିଓ ବ୍ୟବହାରକାରୀମାନେ ମଧ୍ୟ ଆଗାମୀ ପିଢ଼ିର ଜିଓ ଟ୍ରୁ-୫ଜି ନେଟ୍‌ୱର୍କରେ ଡାଟା ବ୍ୟବହାର କରିପାରିବେ। ଏଠାରେ ଉଲ୍ଳେଖଯୋଗ୍ୟ, ରାଜ୍ୟର ଦୁଇତୃତୀୟାଂଶ ଡାଟା ବଜାର ଅଂଶ ଜିଓ ପାଖରେ ରହିଥିବା ବେଳେ ଓଡ଼ିଶାରେ ପ୍ରତି ୩ଜଣ ସ୍ମାର୍ଟଫୋନ୍‌ ବ୍ୟବହାରକାରୀଙ୍କ ମଧ୍ୟରୁ ୨ ଜଣ ଜିଓ ବ୍ୟବହାର କରୁଛନ୍ତି। ଜାନୁୟାରୀ ୧୪ରୁ ରାଉରକେଲା ଓ ବ୍ରହ୍ମପୁର ସହରର ଜିଓ ଗ୍ରାହକମାନଙ୍କୁ ଜିଓ ୱେଲ୍‌କମ୍‌ ଅଫର ପ୍ରଦାନ କରାଯିବ, ଯାହା ଦ୍ୱାରା ସେମାନେ ବିନା ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ର ଅସୀମିତ ୫ଜି ଡାଟା ହାସଲ କରିପାରିବେ। ଅପରପକ୍ଷରେ ଜିଓ ପକ୍ଷରୁ ଶନିବାର ଛତିଶଗଡ଼, ବିହାର ଓ ଝାଡ଼ଖଣ୍ଡରେ ଜିଓ ଟ୍ରୁ-୫ଜି ସେବା ଶୁଭାରମ୍ଭ କରାଯିବା ସହ ଦେଶର ୮ଟି ରାଜ୍ୟର ୧୬ଟି ନୂଆ ସହରରେ ଜିଓ ଟ୍ରୁ-୫ଜି ସେବା ଉପଲବ୍ଧ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri