୧୫,୦୦୦ ଟଙ୍କିଆ ଲାପ୍‌ଟପ୍‌ ଆଣିବ ଜିଓ

ନୂଆଦିଲ୍ଲୀ,୩।୧୦: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ‘ରିଲାଏନ୍ସ ଜିଓ’ ଖୁବଶୀଘ୍ର ଏକ ସ୍ବଳ୍ପ ବଜେଟର ଲାପ୍‌ଟପ୍‌ ‘ଜିଓ ଲାପ୍‌ଟପ୍‌’ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରିପାରେ ବୋଲି ଜଣାପଡିଛି। ଏପରିକି ଉକ୍ତ ଲାପ୍‌ଟପରେ ୪ଜି ସିମ୍‌ କାର୍ଡ ସେବା ସକ୍ଷମ ହେବା ଭଳି ସୁବିଧା ମଧ୍ୟ ଉପଲବ୍ଧ ବୋଲି କୁହାଯାଉଛି। ବିଶେଷକରି ଏହାର ମୂଲ୍ୟ ପ୍ରାୟ ୧୮୪ ଡଲାର ବା ୧୫,୦୦୦ ଟଙ୍କା ହେବ ବୋଲି ଚର୍ଚ୍ଚା ହେଉଛି।

ଅପରପକ୍ଷରେ ମୁକେଶ ଅମ୍ବାନୀଙ୍କ ନେତୃତ୍ୱାଧୀନ କନ୍‌ଗ୍ଲୋମେରେଟ୍‌ ଜିଓ ବୁକ୍‌ ପାଇଁ ବିଶ୍ୱସ୍ତରୀୟ ସଂସ୍ଥା କ୍ୱାଲକମ୍‌ ଏବଂ ମାଇକ୍ରୋସଫ୍ଟ ଭଳି କମ୍ପାନୀ ସହ ଆଲୋଚନା ହୋଇଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଏପରିକି ଉକ୍ତ ଲାପଟପ୍‌ ଚଳିତ ମାସ ଶେଷ ସୁଦ୍ଧା ଦେଶର ସମସ୍ତ ବିଦ୍ୟାଳୟ ଏବଂ ସରକାରୀ ପ୍ରତିଷ୍ଠାନ ପରି ଏଣ୍ଟରପ୍ରାଇଜ୍‌ ଗ୍ରାହକଙ୍କ ପାଇଁ ଉପଲବ୍ଧ ହେବ ଏବଂ ଆସନ୍ତା ୩ମାସ ମଧ୍ୟରେ ଭାରତୀୟ ଗ୍ରାହକ ପାଇଁ ଶୁଭାରମ୍ଭ ହେବାର ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri