ଆରମ୍ଭ ହେଲା ‘ଜିଓ ଭାରତ ୪ଜି’ ଫୋନର ବିକ୍ରି, ମୂଲ୍ୟ ୧୦୦୦ଟଙ୍କାରୁ କମ୍‌…

ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଜିଓ ଏହାର ନୂତନ ଉତ୍ପାଦ ଜିଓଭାରତ ୪ଜି ଫୋନ୍‌ ବଜାରକୁ ଆଣିଛି। ସୋମବାରଠାରୁ ଏହାର ବିକ୍ରି ଆରମ୍ଭ ହୋଇଛି। ଏହି ଫୋନ୍‌ ଇଣ୍ଟରନେଟ୍‌ ବ୍ୟବହାର ସହ ହଜାର ହଜାର ଫିଚର ଫୋନ୍‌ ବ୍ୟବହାରକାରୀଙ୍କୁ ୨ଜିରୁ ୪ଜିକୁ ଆସିବା ଲାଗି ଏକ ବିକଳ୍ପ ଦେବ। ଫୋନ୍‌କୁ ମାତ୍ର ୯୯୯ ଟଙ୍କାରେ କିଣିହେବ।

ଫୋନର ସୁବିଧା ବିଷୟରେ କଥାହେଲେ, ଏଥିରେ ୧.୭୭ଇଞ୍ଚର ଡିସ୍‌ପ୍ଲେ ଏବଂ ୩.୫ ମିମିର ହେଡଫୋନ ଜ୍ୟାକ୍‌, ଏଲ୍‌ଇଡି ଫ୍ଲାସ, ୦.୩ଏମ୍‌ପି କ୍ୟାମେରା ଏବଂ ୧୦୦୦ଏମ୍‌ଏଏଚ୍‌ ବ୍ୟାଟେରୀ ରହିଛି। ଏହାଛଡ଼ା ଫୋନ୍‌ରେ ୟୁପିଆଇ ଫିଚର ରହିବ। କ୍ୟାମେରା ଏବଂ ଜିଓସିନେମାରେ ମନୋରଞ୍ଜନ କରିହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?