ଶୀଘ୍ର ବିତରଣ ସେବା ‘ଏକ୍ସପ୍ରେସ୍‌’କୁ ବନ୍ଦ କଲା ଜିଓ ମାର୍ଟ

ନୂଆଦିଲ୍ଲୀ,୧୫: ରିଲାଏନ୍ସ ରିଟେଲର ଏକ ନିଷ୍ପତ୍ତି ଜିଓ ମାର୍ଟର ଗ୍ରାହକଙ୍କୁ ଚକିତ କରିଛି। ଜିଓ ମାର୍ଟ ଏହାର ଶୀଘ୍ର ବିତରଣ ସେବା ‘ଏକ୍ସପ୍ରେସ’କୁ ବନ୍ଦ କରିବାକୁ ଘୋଷଣା କରିଛି। ଏହି ଆପ୍‌ ମାଧ୍ୟମରେ ତୁରନ୍ତ ସାମଗ୍ରୀ ମଗାଉଥିବା ଗ୍ରାହକଙ୍କ ପାଇଁ ଏହା ଖୁସି ଖବର ନୁହେଁ।

ଗତ ବର୍ଷ ମାର୍ଚ୍ଚରେ ଜିଓ ମାର୍ଟର ‘ଏକ୍ସପ୍ରେସ୍‌’ ସେବା ଆରମ୍ଭ କରାଯାଇଥିଲା। ଏହା ମାଧ୍ୟମରେ ଗ୍ରାହକମାନେ ମାତ୍ର ୯୦ ମିନିଟରେ ସାମଗ୍ରୀ ପାଇ ପାରୁଥିଲେ। ହେଲେ ଏବେ ଗାହକମାନେ ଗୁଗୁଲ ପ୍ଲେ ଷ୍ଟୋର୍‌ରୁ ଜିଓ ମାର୍ଟ ଏକ୍ସପ୍ରେସ୍‌ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ ସମର୍ଥ ହେବେ ନାହିଁ। ଏହାର ଓ୍ବେବ୍‌ସାଇଟ୍‌ ମଧ୍ୟ ସକ୍ରିୟ ନାହିଁ। ଗ୍ରାହକଙ୍କୁ ଏହା ବଦଳରେ ଜିଓମାର୍ଟ ସିଧାସଳଖ ହ୍ବାଟ୍ସଆପ୍‌କୁ ନେଉଛି। ଏହାଦ୍ୱାରା ଗ୍ରାହକ କିଛି ଘଣ୍ଟା ମଧ୍ୟରେ ନଚେତ ପରଦିନ ସାମଗ୍ରୀ ପାଇପାରିବେ। ହେଲେ ଏହା ଏକ୍ସପ୍ରେସ ସେବାଠାରୁ ସମ୍ପୂର୍ଣ୍ଣ ଭିନ୍ନ।

ପ୍ରଥମେ ଜିଓ ମାର୍ଟ ଏକ୍ସପ୍ରେସ ନାଭି ମୁମ୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ଆରମ୍ଭ କରାଯାଇଥିଲା। କମ୍ପାନୀ ଏହାକୁ ୨୦୦ ସହରକୁ ବିସ୍ତାର କରିବାକୁ ଯୋଜନା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri