ମାଞ୍ଚେଷ୍ଟର ସିଟି ସହ ଜିଓର ସହଭାଗିତା

ନୂଆଦିଲ୍ଲୀ,୬।୧: ମାଞ୍ଚେଷ୍ଟର ସିଟି କ୍ଲବ୍‌ ବୁଧବାର ଦେଶର ଅଗ୍ରଣୀ ପ୍ରାଇଭେଟ୍‌ ଟେଲିକମ୍‌ ସଂସ୍ଥା ଜିଓ ସହିତ ତାର ନୂତନ ଆଞ୍ଚଳିକ ଭାଗିଦାରୀ ରୂପେ ଚୁକ୍ତିନାମା କରିଛି ବୋଲି ମାଞ୍ଚେଷ୍ଟର ସିଟି କ୍ଲବ୍‌ ପକ୍ଷରୁ ଘୋଷଣା କରାଯାଇଛି। ଏହା ଦ୍ୱାରା ମ୍ୟାନ୍‌ସିଟିର ଓଟିଟି ପ୍ଲାଟଫର୍ମ ସିଟି ଏବଂ ଜିଓ ଟିଭି ପ୍ଲାଟଫର୍ମ ଏକା ହୋଇ ଭାରତୀୟ ପ୍ରଶଂସକ ମାନଙ୍କୁ ଖେଳ ହାଇଲାଇଟ୍‌, ଲାଇଭ୍‌ ମ୍ୟାଚ୍‌ ଏବଂ ଖେଳ ଉପରେ ଅଧିକ ତଥ୍ୟ ଖେଳ ପ୍ରଶଂସକ ମାନଙ୍କୁ ଯୋଗାଇ ଦିଆଯିବ ବୋଲି କୁହାଯାଇଛି। ଏ ନେଇ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ଼୍‌ ଚେୟାରମ୍ୟାନ୍‌ ଆକାଶ ଅମ୍ବାନୀ କହିଛନ୍ତି, ଭାରତର ମାଞ୍ଚେଷ୍ଟର ସିଟି ସହିତ ଜିଓର ସ୍ବତନ୍ତ୍ର ଭାଗିଦାରୀ ଘୋଷଣା ହୋଇଥିବାରୁ ଆମେ ବହୁତ ଉସତ୍ାହିତ। ଏହି ଚୁକ୍ତିନାମା ଦ୍ୱାରା ଭାରତର ଖେଳ ବିଷୟରେ ଏବଂ ମ୍ୟାନ୍‌ ସିଟି ପ୍ରଶଂସକଙ୍କ ପାଇଁ ସର୍ବୋତ୍ତମ ଫୁଟବଲ୍‌ ଖେଳ ଆଣିବାକୁ ଆମେ ଚେଷ୍ଟା କରିବୁ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri