ଅଧ୍ୟାପକ ହେବେ ଜିତେନ

ରେମୁଣା, ୩୦।୭(ଡି.ଏନ.ଏ.)- ୫୮୩ (୯୭.୧୬%) ମାର୍କ ରଖି ବାଲେଶ୍ୱର ଜିଲା ଟପ୍ପର ହୋଇଛନ୍ତି ରେମୁଣା ହାଇସ୍କୁଲର ଛାତ୍ର ଜିତେନ ମହାଳିକ। ରେମୁଣା ବ୍ଲକ ବଡ଼ପାଳ ଗାଁର ପ୍ରଭାକର ମହାଳିକ ଓ ରଞ୍ଜିତା ମହାଳିକଙ୍କ ପୁତ୍ର ଅଟନ୍ତି। ଚାଷୀ ପରିବାରର ହୋଇଥିଲେ ବି ପୁଅକୁ ପାଠ ପଢ଼ାଇବା ପାଇଁ ତାଙ୍କ ଅଭିଭାବକ ସମସ୍ତ ପ୍ରୟାସ ଜାରି ରଖିଛନ୍ତି। ଦିନକୁ ୧୬ଘଣ୍ଟା ପାଠପଢାରେ ବିତାଉଥିବା ଜିତେନ ଭବିଷ୍ୟତରେ ଜଣେ ପଦାର୍ଥ ବିଜ୍ଞାନ ଅଧ୍ୟାପକ ହେବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ଭୋଟ ହିଁ ମୋ ଭବିଷ୍ୟତ-ଗୋଟିଏ ଭୋଟର ଶକ୍ତି’

ବାଲେଶ୍ୱର ଅଫିସ, ୨୨।୨ ଦେଶରେ ପ୍ରଚଳିତ ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ସହିତ ଏଥିରେ ମତଦାତାମାନଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଭାରତ...

ପ୍ରାର୍ଥୀଙ୍କ ଲାଗି ପ୍ରଚାର କଲେ ରାଜସ୍ବ ମନ୍ତ୍ରୀ

ସଜନାଗଡ, ୨୦।୨ (ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ଚତୁର୍ଥ ପର୍ଯ୍ୟାୟକୁ ଆଉ ମାତ୍ର ୨ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ...

‘ଜଳସମ୍ପଦ ସୁରକ୍ଷା ଲାଗି ସମ୍ମିଳିତ ଲଢ଼େଇ ଲୋଡ଼ା’

ବଡବିଲ,୯।୭(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ବିଭିନ୍ନ କଳକାରଖାନା ନଦୀରୁ ସ୍ବଚ୍ଛଜଳ ନେଇ ଏହା ମଧ୍ୟକୁ ଦୂଷିତ ଜଳ ଛାଡୁଛନ୍ତି। ଏଭଳି କାର୍ଯ୍ୟ କରି ସେମାନେ ମଣିଷ ଜୀବନ ସହ...

ଆରକେସିଏଟି ପକ୍ଷରୁ ରାଶନ ସାମଗ୍ରୀ ପ୍ରଦାନ

ବାଲେଶ୍ୱର ଅଫିସ, ୨୦।୪: ଲକ୍‌ଡାଉନ୍‌ ପାଇଁ ଗରିବ ଦିନମଜୁରିଆ ପ୍ରଭାବିତ ହୋଇଛନ୍ତି। ଏଭଳି ଘଡ଼ିସନ୍ଧି ସମୟରେ ସହାୟତାର ହାତ ବଢ଼ାଇଛି ନୀଳଗିିରିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆରକେସିଏଟି।...

ମଦମୁକ୍ତ ଅଞ୍ଚଳ ଦାବିରେ ମହିଳାଙ୍କ ପଦଯାତ୍ରା

ରେମୁଣା, ୩୦।୧୦(ଡି.ଏନ.ଏ.)-ରେମୁଣା ଥାନା ଅଧୀନ କଲ୍ୟାଣପୁର ପଞ୍ଚାୟତରେ ଦେଶୀମଦ କାରବାର ଦିନକୁ ଦିନ ବୃଦ୍ଧି ପାଉଛି। ଘରର ପୁରୁଷମାନେ ମଦ୍ୟପାନ କରି ନାନା ବିଶୃଙ୍ଖଳା ଘଟାଉଥିବାରୁ...

ଅସହାୟ ୬ ଅନାଥ ଭଉଣୀ ଭାଇ

ବଡ଼ସାହି,୨୧ା୧୦(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ମୁଖ୍ୟାଳୟଠାରୁ ମାତ୍ର ୫ କି.ମି. ଦୂର ବଳଭଦ୍ରପୁର ଗ୍ରାମରେ ଦୁଇ ପରିବାରର ୬ ଅନାଥ ପିଲା ଏବେ ଅସହାୟ ଅବସ୍ଥାରେ ଦିନ...

୧୬୮ ଛାତ୍ରୀଛାତ୍ରଙ୍କୁ ଜ୍ୟୋତି ଶିକ୍ଷାବୃତ୍ତି

ବାଲେଶ୍ୱର ଅଫିସ,୧୭।୩: ବାଲେଶ୍ୱର ଜିଲା ବାଲିଆପାଳସ୍ଥିତ ବାଲିଆପାଳ କଲେଜ ଅଫ୍‌ ଫିଜିକାଲ୍‌ ଏଜୁକେଶନ ପରିସରରେ ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ (ଟିଏସ୍‌ଏଫ୍‌) ପକ୍ଷରୁ ଦୁଇ ଦିନିଆ ଗୋଷ୍ଠୀ...

୨ କେଜିର ବ୍ରାଉନସୁଗାର ଜବତ: ପୋଲିସ, ସ୍ଥାନୀୟ ଲୋକେ ମୁଁହାମୁହିଁ

ବସ୍ତା,୨୨।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗ୍ରାମରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି। ଏହା ପ୍ରାୟ ୨ କେଜିର...

Advertisement
Archives

Model This Week