ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ…

ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି।

ନବୀନରେ ଚିଠିରେ ନିବେଦନ କରି ଲେଖିଛନ୍ତି ଯେ, ଅର୍ଥମନ୍ତ୍ରୀ ତୁରନ୍ତ ଏହି ଘଟଣାରେ ହସ୍ତକ୍ଷେପ କରନ୍ତୁ। କେନ୍ଦୁଝର ଜିଲାର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ମଲ୍ଲୀପୋଷି ଶାଖା ସମ୍ପର୍କରେ ନବୀନ ଲେଖିଛନ୍ତି, ବ୍ୟାଙ୍କ ଅଧିକାରୀଙ୍କର ଦାୟିତ୍ୱବୋଧତାକୁ ଲୁଚାଇବା ପାଇଁ ଚେଷ୍ଟା କରାଯାଉଛି। ଏହି ଅଭାବନୀୟ ଘଟଣା ସମଗ୍ର ଓଡ଼ିଶାରେ ଜନଭାବନାକୁ ଆଘାତ ଦେଇଛି। ଏହି ଅଭାବନୀୟ ତ୍ରୁଟି ପାଇଁ କିଏ ଦାୟୀ ତୁରନ୍ତ ସ୍ଥିର କରାଯାଉ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି।

ଏହା ଗ୍ରାମୀଣ ବ୍ୟାଙ୍କଗୁଡ଼ିକୁ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ସହଜ କରିବ। ଆପଣଙ୍କ ହସ୍ତକ୍ଷେପ ଦ୍ବାରା କୌଣସି ସ୍ଥାନରେ ଘଟଣାର ପୁନରାବୃତ୍ତି ହେବ ନାହିଁ। ନାଗରିକଙ୍କ ପ୍ରତି ଏପରି ଅମାନବୀୟ ବ୍ୟବହାର ଦେଶର ଅନ୍ୟ ସ୍ଥାନରେ ହେବନି ବୋଲି ନବୀନ ଲେଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?