ଭୁବନେଶ୍ୱର,୪।୧୦: ଜନ୍ସନ୍ ଆଣ୍ଡ ଜନ୍ସନ୍ ଭିଜନ (ଜେଜେଭି)ର ନୂତନ ଅଭିଯାନ ‘ଆକ୍ୟୁଭ୍ୟୁ ସେ ପୁଛୋ’ ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ଅଭିଯାନ ଜରିଆରେ ବଲିଉଡ୍ ଅଭିନେତା ରଣବୀର ସିଂ ବ୍ରାଣ୍ଡ୍ର ଲେନ୍ସର ବ୍ୟବହାର ବିଷୟରେ ସଚେତନତା ସୃଷ୍ଟି କରିବା ସହ ଲୋକମାନଙ୍କ ମନରେ ଉତ୍ସାହ ସୃଷ୍ଟି କରିବେ। ବିଶେଷ କରି ଚକ୍ଷୁ ସ୍ବାସ୍ଥ୍ୟ ସଚେନତା ସୃଷ୍ଟି କରିବା ଓ କଣ୍ଟାକ୍ଟ ଲେନ୍ସ ପିନ୍ଧୁଥିବା ଲୋକଙ୍କୁ ସ୍ବାଗତ କରିବା ପାଇଁ ଏହି ଅଭିଯାନରେ ବ୍ୟାପକ ପ୍ରଚାର ଓ ପ୍ରସାର କରାଯାଉଛି। ଏ ସମ୍ପର୍କରେ ଭିଜନ କେୟାର ଇଣ୍ଡିଆ ବିଜ୍ନେସ୍ ୟୁନିଟ୍ର ନିର୍ଦ୍ଦେଶିକା ଟିନି ସେନ୍ଗୁପ୍ତା କହିଛନ୍ତି, ଆକ୍ୟୁଭ୍ୟୁ କଣ୍ଟାକ୍ଟ ଲେନ୍ସ ଉପରେ ସଚେତନତା ସୃଷ୍ଟିକରି ଆମେ ଭାରତରେ ଚକ୍ଷୁ ସ୍ବାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାକୁ ଲକ୍ଷ୍ୟ ରଖିଛୁ। ଆକ୍ୟୁଭ୍ୟୁ ହେଉଛି ବିଶ୍ୱବ୍ୟାପୀ କଣ୍ଟାକ୍ଟ ଲେନ୍ସ ବ୍ରାଣ୍ଡ୍, କିନ୍ତୁ ଭାରତରେ କଣ୍ଟାକ୍ଟ ଲେନ୍ସର ବିକ୍ରୟ କମ୍ ରହିଛି। ଆମେ ଆକ୍ୟୁଭ୍ୟୁ ବ୍ରାଣ୍ଡ୍କୁ ୧ ନମ୍ବର କରିବା ପ୍ରଚେଷ୍ଟାରେ ରହିଛୁ। ସେହିଭଳି ରଣବୀର ସିଂ କହିଛନ୍ତି, ଆକ୍ୟୁଭ୍ୟୁରେ ଯୋଗଦେଇ ମୁଁ ବେଶ୍ ଉତ୍ସାହିତ ଅଛି। ଭାରତରେ ଚକ୍ଷୁ ସ୍ବାସ୍ଥ୍ୟ ଉପରେ ବାର୍ତ୍ତାଳାପକୁ ଆଗେଇନେବା ଏକ ଆନନ୍ଦର ବିଷୟ। ଏହି ଅଭିଯାନ ମୋତେ ଚକ୍ଷୁ ସ୍ବାସ୍ଥ୍ୟର ମହତ୍ତ୍ୱ ବିଷୟରେ ଯୁବକମାନଙ୍କୁ ଅବଗତ କରିବା ସୁଯୋଗ ଦେବ। ଏହି ଅଭିଯାନ ଯୁବକମାନଙ୍କ ଭିତରେ ନିୟମିତ ଚକ୍ଷୁ ପରୀକ୍ଷା କରିବା ଓ ବିଶେଷଜ୍ଞଙ୍କ ପରାମର୍ଶ ନେବାକୁ ଉତ୍ସାହିତ କରିଥାଏ।
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ
ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…
ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ
ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…
ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି
ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…
ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…
ଭୁବନେଶ୍ୱର, ୧।୪(ସୁନିତ୍ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…
ଶେଷରେ ନଇଁଲେ ଟ୍ରମ୍ପ୍! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’
ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…
କୁଏଟ୍ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…
ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…
କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…
ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…
Archives

