Posted inଜାତୀୟ

ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀଙ୍କ ପୁଅର ଚାକିରି ନେଲା ପ୍ରଶାସନ

ଶ୍ରୀନଗର,୧୦।୭: ଆତଙ୍କବାଦୀ ସଂଗଠନ ପାଇଁ କାର୍ଯ୍ୟ କରୁଥିବା ଅଭିଯୋଗରେ ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ୧୧ ଜଣ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ବହିଷ୍କୃତ କର୍ମଚାରୀଙ୍କ ମଧ୍ୟରେ ହିଜବୁଲ୍‌ ମୁଜାହିଦ୍ଦିନ ମୁଖ୍ୟ ସୟେଦ ସଲାହୁଦ୍ଦିନ୍‌ଙ୍କ ପୁଅ ଏବଂ ପୋଲିସ ବିଭାଗର ୨ ଜଣ ଅଛନ୍ତି। ଅନ୍ୟମାନେ ଶିକ୍ଷା, କୃଷି, ଦକ୍ଷତା ବିକାଶ, ବିଦ୍ୟୁତ୍‌ ଏବଂ ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟ କରୁଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣ ଅନନ୍ତନାଗର ହୋଇଥିଲା ବେଳେ ବଡଗାମ୍‌ରୁ ୩, ବାରମୁଲ୍ଲା, ଶ୍ରୀନଗର, ପୁଲଓ୍ବାମା, କୁପଓ୍ବାଡା ଜିଲାରୁ ଜଣେ ଲେଖାଏଁ ଅଛନ୍ତି। ସମ୍ବିଧାନର ଅନୁଚ୍ଛେଦ ୩୧୧ ଅନୁଯାୟୀ ସେମାନଙ୍କୁ ବହିଷ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri