Posted inଖେଳ

୨ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୩୦ା୧୦: ଜମ୍ମୁ-କଶ୍ମୀରର ଯୁବ କ୍ରିକେଟର ବଂଶଜ ଶର୍ମାଙ୍କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦୁଇ ବର୍ଷ ପାଇଁ ବାସନ୍ଦ କରିଛି। ପୃଥକ ଜନ୍ମ ତାରିଖ ଥିବା ଏକାଧିକ ଜନ୍ମ ପ୍ରମାଣପତ୍ର ସେ ଦାଖଲ କରିଥିବା ଜଣାପଡିଛି।

ବଂଶଜଙ୍କ ଜନ୍ମ ସ୍ଥାନ ଜମ୍ମୁ ଅନ୍ତର୍ଗତ ବିଶନା ଗ୍ରାମରେ। ସେ ବର୍ତ୍ତମାନ ବିହାର ରାଜ୍ୟ ଆସୋସିଏଶନ ଅଧୀନରେ ଖେଳୁଛନ୍ତି। ଜମ୍ମୁ-କଶ୍ମୀର କ୍ରିକେଟ ଆସୋସିଏଶନ (ଜେକେସିଏ) ମୁଖ୍ୟ ବ୍ରିଗେଡିୟର ଅନିଲ ଗୁପ୍ତା କହିଛନ୍ତି, ବଂଶଜ ଜମ୍ମୁ-କଶ୍ମୀରର ଖେଳାଳି ନୁହନ୍ତି। ବର୍ତ୍ତମାନ ସେ ବିହାର କ୍ରିକେଟ ଆସୋସିଏଶନ (ବିସିଏ)ର ଖେଳାଳି।

ବଂଶଜ ୧୯ ବର୍ଷରୁ କମ୍‌ ଖେଳାଳି ଭାବେ ୨୦୨୦-୨୧ରେ ତାଙ୍କ ନାମ ପଞ୍ଜୀକୃତ କରିଥିଲେ। ସେ ଆଦୌ ଜମ୍ମୁ ଓ କଶ୍ମୀର ପାଇଁ ଖେଳି ନାହାନ୍ତି। ସେ ପୃଥକ ପୃଥକ ଜନ୍ମ ପ୍ରମାଣପତ୍ର ସହ ୨୩ ବର୍ଷରୁ କମ୍‌ ଖେଳାଳି ଭାବେ ବିହାର କ୍ରିକେଟ ଆସୋସିଏଶନରେ ତାଙ୍କ ନାମ ରେଜିଷ୍ଟ୍ରି କରିଛନ୍ତି। ବିସିସିଆଇ ଦ୍ୱାରା ଧରାପଡ଼ିବା ପରେ ତାଙ୍କୁ ବାସନ୍ଦ କରାଯାଇଛି। ଜମ୍ମୁ-କଶ୍ମୀର କ୍ରିକେଟ ଆସୋସିଏଶନ ପକ୍ଷରୁ କୁହାଯାଇଛି, ବଂଶଜଙ୍କୁ ଅକ୍ଟୋବର ୨୭ରୁ ଦୁଇ ବର୍ଷ ପାଇଁ ବାସନ୍ଦ କରାଯାଇଛି। ଦୁଇବର୍ଷ ବାସନ୍ଦ ପୂରଣ ହେବା ପରେ ସେ କେବଳ ବିସିସିଆଇ ଦ୍ୱାରା ପରିଚାଳିତ ସିନିୟର ପୁରୁଷ ଟୁର୍ନାମେଣ୍ଟରେ ଖେଳି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତ

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri