Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ଜଣେ ଆତଙ୍କବାଦୀ

ଶ୍ରୀନଗର,୨୭।୧୦: ଜମ୍ମୁକଶ୍ମୀରର ପୁଲୱାମା ଜିଲାର ଅଓ୍ବନ୍ତିପୋରାଠାରେ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମୁହାଁମୁହିଁବେଳେ ଏଭଳି ଘଟଣା ଘଟିଛି। ସେପଟେ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଂଗଠନର ଜଣେ ସଦସ୍ୟ ଆତ୍ମସମର୍ପଣ କରିଥିବା ଜଣାପଡିଛି। ଆତ୍ମସମର୍ପଣ କରିଥିବା ଆତଙ୍କବାଦୀକୁ ଗିରଫ କରାଯାଇଛି। ଆତ୍ମସମର୍ପଣ କରିଥିବା ଆତଙ୍କବାଦୀ ଜଣକ ହେଲେ ସାକିବ ଆକବର ୱାଜା। ପୁଲୱାମାର ଗୁଲସାନପୁର ବାସିନ୍ଦା ହୋଇଥିବା ସାକିବ ପଞ୍ଜାବର ପଟିଆଲାରେ ବି-ଟେକ କରୁଥିଲେ। ଅଓ୍ବନ୍ତିପୋରାରେ ଆତଙ୍କବାଦୀ ଲୁଚିଥିବା ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିବା ପରେ ସୁରକ୍ଷା ବାହିନୀ ପକ୍ଷରୁ ହୋଇଥିବା ସର୍ଚ୍ଚ ଅପରେସନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେମ୍ସ ୱେବ୍‌ ଟେଲିସ୍କୋପ୍‌ରେ ଧରାପଡ଼ିଲା ‘ବ୍ଲାକ୍‌ ହୋଲ୍‌ ଷ୍ଟାର୍‌’

ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍‌ ସ୍ପେସ୍‌ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ…

ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା

ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ…

କାହାର ଟେନ୍‌ସନ ବଢ଼ାଇବେ ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ଦେଶରେ ଚହଳ

ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବୈଜ୍ଞାନିକ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆରେ ଏକ ଭିଡିଓ ଲେୟାର କରିଛନ୍ତି। ଏହି ଭିଡିଓରେ ସେ ଦେଶର…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri