Posted inଜାତୀୟ

ଜେଏମ୍‌ଏମ୍‌ ନେତାଙ୍କୁ ଗୁଳି କରି ହତ୍ୟା: ଘର ଅଗଣାରେ ସ୍ତ୍ରୀ-ସ୍ବାମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ

ଧାନବାଦ, ୧୧।୧୦: ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌ ନେତା ଶଙ୍କର ରଓ୍ବାନି ଏବଂ ତାଙ୍କ ସ୍ତ୍ରୀ ବାଳିକା ଦେବୀଙ୍କ ଗୁଳି କରି ହତ୍ୟା କରାଯାଇଛି। ଶନିବାର ରାତିରେ ଏହା ଘଟିଥିବା ପୋଲିସ ଅନୁମାନ କରୁଛି। ସୁଦାମଡ଼ିହ ଥାନା ଅନ୍ତର୍ଗତ ଭୈରା ଗୋରଖୁଣ୍ଟି ସ୍ଥିତ ବାସ ଭବନର ଅଗଣାରେ ସ୍ତ୍ରୀ-ସ୍ବାମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡ଼ି ରହିଥିଲା। ମୃତ ଶଙ୍କର ଧାନବାଦ ମହାନଗର ନିଗମର ଉପାଧ୍ୟକ୍ଷ ଥିଲେ। ଦୁହିଁଙ୍କୁ ଗୁଳି କରାଯାଇଛି। ଏହାସହିତ ସେମାନଙ୍କ ଶରୀରରେ ଏକାଧିକ ଛୁରୀରେ ଭୁସା ଯାଇଥିବା କ୍ଷତ ମଧ୍ୟ ରହିଛି। ଖବର ପାଇ ଡିଏସ୍‌ପି ଏ.କେ.ସିହ୍ନା ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଏସ୍‌ଏସ୍‌ପି ଅସିମ୍‌ ବିକ୍ରାନ୍ତ ମିଞ୍ଜ୍‌ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୭ରେ ଶଙ୍କରଙ୍କ ପୁଅ କୁଣାଳ ରଓ୍ବାନୀଙ୍କୁ ମଧ୍ୟ ହତ୍ୟା କରାଯାଇଥିଲା। ତାଙ୍କର ଅନ୍ୟ ଜଣେ ପୁଅ କରଣ ରଓ୍ବାନୀ ବାହାରେ ରହି ପଢୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୬୪ ବର୍ଷ ପରେ ଦଲାଇ ଲାମାଙ୍କୁ ମିଳିଲା ମାଗାସେସେ ପୁରସ୍କାର

ଧର୍ମଶାଳା,୨୭ା୪ (ପି.ଟି.): ଦୀର୍ଘ ୬୪ ବର୍ଷ ପରେ ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମାଙ୍କୁ ବୁଧବାର ତାଙ୍କ ବାସଭବନରେ ୧୯୫୯ର ରାମୋନ ମାଗାସେସେ ପୁରସ୍କାର ପ୍ରଦାନ କରାଯାଇଛି।...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଲ୍‌ଜେପି ଜାରି କଲା ୧୫ ଆଶାୟୀ ପ୍ରାର୍ଥୀଙ୍କ ତାଲିକା

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍‌ ବାଜି ସାରିଛି। ଏଥିପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ମଙ୍ଗଳବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା...

ଅଶ୍ୱଚାଳନାରେ ସ୍ବର୍ଣ୍ଣପଦକ ଜିତିଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବୋହୂ

ନୂଆଦିଲ୍ଲୀ, ୧୪।୧୧: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡ୍ଡାଙ୍କ ବୋହୂ ତଥା ପୂର୍ବତନ ଏମ୍‌ପି ଦିପେନ୍ଦ୍ର ହୁଡ୍ଡାଙ୍କ ସ୍ତ୍ରୀ ଶ୍ୱେତା ଇତିହାସ ରଚିଛନ୍ତି। ସେ...

ବସ୍‌ ଭିତରେ ଭୋ ଭୋ ହୋଇ କାନ୍ଦୁଥିଲେ ଜଣେ ଶିଶୁ, ଡ୍ରାଇଭର୍‌, କଣ୍ଡକ୍ଟର ପଚାରିବାରୁ…

ନୋଏଡା,୧୦।୮: ଉତ୍ତର ପ୍ରଦେଶର ଗାଜିଆବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ବସ୍‌ରୁ ଅପହରଣ ହୋଇଥିବା ଏକ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ଗ୍ରେଟର ନୋଏଡାର ବସ୍‌ ଡିପୋରୁ...

ଉଠିଲା ପ୍ରଶ୍ନ : ପ୍ରମାଣ ସତ୍ତ୍ୱେ ଅଧିକାରୀଙ୍କୁ କାହିଁକି ଗିରଫ କରୁନି ସିବିଆଇ

ନୂଆଦିଲ୍ଲୀ,୧୭।୫ : ନାରଦା ଲାଞ୍ଚ କାରବାର ମାମଲାରେ ପଶ୍ଚିମବଙ୍ଗର ଦୁଇ ମନ୍ତ୍ରୀ ଓ ଜଣେ ବିଧାୟକ ସମେତ ୪ ଜଣ ଗିରଫ ହେବା ପରେ ମଧ୍ୟ...

ତୃତୀୟ ଲହର ପିଲାଙ୍କ ପାଇଁ ବିପଦ

ନୂଆଦିଲ୍ଲୀ,୧୬।୭: ପିଲାମାନେ ମଧ୍ୟ ଆକ୍ରାନ୍ତ ହୋଇପାରନ୍ତି। ସେମାନଙ୍କୁ ସୁରକ୍ଷିତ ରଖିବା ଲାଗି ଆମକୁ ଉପଯୁକ୍ତ ଯୋଜନା ଦରକାର। ବର୍ତ୍ତମାନ ଦେଶର କୋଭିଡ୍‌-୧୯ ସ୍ଥିତି ସମ୍ପର୍କରେ ଆୟୋଜିତ...

ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୫।୫: ଏନ୍‌କାଉଣ୍ଟରରେ ସୋମବାର ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଜମ୍ମୁ-କଶ୍ମୀରର କୁଲଗ୍ରାମ ଜିଲାର ମଞ୍ଜନାମ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ସୂଚନା ପାଇବା ପରେ ସୁରକ୍ଷାକର୍ମୀ...

ଏଆଇଏଡିଏମକେ ବିବାଦ: ସୁପ୍ରିମକୋର୍ଟରେ ପନିରସେଲଭାମଙ୍କୁ ବଡ ଝଟକା, ପଲାନିସାମୀ ଦଳର ନେତୃତ୍ୱ ଯୁଦ୍ଧରେ ଜିତିଲେ…

ଚେନ୍ନାଇ,୨୩।୨ : ତାମିଲନାଡୁ ରାଜନୀତିରେ ଏଆଇଏଡିଏମକେ ଦଳ ଉପରେ ସର୍ବୋଚ୍ଚ ଅଧିକାର ପାଇଁ ଗୁରୁବାର ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ମାଡ୍ରାସ...

Advertisement
Archives

Model This Week