Posted inଜାତୀୟ

‘ହେମନ୍ତ ସରକାର ଦେଶର ସବୁଠାରୁ ଦୁର୍ନୀତିଗ୍ରସ୍ତ’: ଅମିତ ଶାହା

ନୂଆଦିଲ୍ଲୀ, ୨୦ା୭: ଆଗକୁ ରାଜ୍ୟରେ ବିଧାନସଭା ନର୍ବାଚନ ଥିବା ବେଳେ ଶନିବାର ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ସରକାର ଉପରେ ସଣ୍ଡୁଆସି ଆକ୍ରମଣ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ରାଜ୍ୟରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଥିବା ବେଳେ ରାଜ୍ୟର ନକ୍ସା ବଦଳି ଯାଇଛି। ରାଜ୍ୟ ଭାଜପା କାର୍ଯ୍ୟକାରୀ କମିଟି ବୈଠକରେ ଶାହା ସମ୍ବୋଧନ କରି କହିଛନ୍ତି, ‘ଲ୍ୟାଣ୍ଡ ଜିହାଦ, ଲଭ୍ ଜିହାଦ ପଛରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମ୍ପୃକ୍ତି ରହିଛି।

ଶାହ କହିଛନ୍ତି ଯେ ଅନୁପ୍ରବେଶକାରୀମାନେ ଆଦିବାସୀ ଛଳନାରେ ମହିଳାଙ୍କୁ ବିବାହ କରି ପ୍ରମାଣପତ୍ର ହାସଲ କରୁଛନ୍ତି ଏବଂ ଜମି କିଣୁଛନ୍ତି, ଯାହା ଫଳରେ ଝାଡ଼ଖଣ୍ଡରେ ଆଦିବାସୀ ସଂଖ୍ୟା ହ୍ରାସ ପାଇବ। ସେ ଆହୁରି ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି ଯେ ଯଦି ଝାଡ଼ଖଣ୍ଡରେ ଭାଜପା ସରକାର ଗଠନ କରେ ତେବେ ଆଦିବାସୀ ତଥା ସେମାନଙ୍କ ଜମିର ସୁରକ୍ଷା ପାଇଁ ସେମାନେ ରାଜ୍ୟର ଜନସଂଖ୍ୟା ଉପରେ ଏକ ‘ଶ୍ୱେତ ପତ୍ର ପ୍ରକାଶ କରିବେ।

ଶାହା ମଧ୍ୟ ଜେଏମଏମ ନେତୃତ୍ୱାଧୀନ ସରକାରକୁ ସମାଲୋଚନା କରି ଏହାକୁ ଦେଶର ସବୁଠାରୁ ଦୁର୍ନୀତିଗ୍ରସ୍ତ ବୋଲି କହିଛନ୍ତି। ସେ କହିଛନ୍ତି ଯେ ଜେଏମଏମ ସରକାର କୋଟି କୋଟି ଟଙ୍କାର ଜମି, ମଦ ଏବଂ ଖଣି ଘୋଟାଲାରେ ଜଡିତ ଅଛନ୍ତି।

ତେବେ ଆଗାମୀ ବିଧାନସଭା ନିର୍ବାଚନରେ ​​ଭାଜପାର ବିଜୟର ପୂର୍ବାନୁମାନ କରି ଶାହା ଘୋଷଣା କରିଛନ୍ତି ଯେ ମୁଁ କାନ୍ଥରେ ଲେଖିଦେଇପାରେ ଯେ ୨୦୨୪ ବିଧାନସଭା ନିର୍ବାଚନ ପରେ ଝାଡ଼ଖଣ୍ଡରେ ଭାଜପା ସରକାର ଗଠନ କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?