Posted inଜାତୀୟ

ଦ୍ରୌପଦୀଙ୍କୁ ଜେଏମ୍‌ଏମ୍‌ର ସମର୍ଥନ

ରାଞ୍ଚି,୧୪।୭: ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)। ଦଳର କେନ୍ଦ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଏନେଇ ସମସ୍ତ ଏମ୍‌ପି ଏବଂ ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି ଯେ, ”ରାଷ୍ଟ୍ରପତି ନିର୍ବାଚନରେ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ପ୍ରାର୍ଥିନୀ ହୋଇଛନ୍ତି । ସ୍ବାଧୀନତା ପରେ ପ୍ରଥମ ଥର ପାଇଁ ଆଦିବାସୀ ସମ୍ପ୍ରଦାୟର ଜଣେ ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି । ଏଥିଲାଗି ଦଳ ଦ୍ରୌପଦୀଙ୍କୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛି।“ ସୂଚନାଯୋଗ୍ୟ, ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri