Posted inଜାତୀୟ

ଜେଏନୟୁ କୁଳପତିଙ୍କ ବିବାଦୀୟ ବୟାନ, କୌଣସି ଭଗବାନ ବ୍ରାହ୍ମଣ ନୁହଁନ୍ତି

ନୂଆଦିଲ୍ଲୀ,୨୩ ।୮: ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ କହିଛନ୍ତି, ମାନବଶାସ୍ତ୍ରୀୟ ରୂପରେ ଦେଖିଲେ ହିନ୍ଦୁ ଦେବତା ଉଚ୍ଚ ଜାତିରୁ ଆସି ନାହାନ୍ତି । ସୋମବାର କେନ୍ଦ୍ରୀୟ ସମାଜିକ ଅଧିକାରିତା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ବିଆର ଆମ୍ବେଦକର ଲେକ୍‌ଚର ସିରିଜରେ କହୁଥିବା ଲେକଚରର ବିଷୟ ଥିଲା ‘Dr BR Ambedkar’s Thought on Gender Justice: Decoding the Uniform Civil Code’.
ଜେଏନୟୁ କୁଳପତି କହିଛନ୍ତି ଯଦି ମାନବ ଶାସ୍ତ୍ରୀୟ ଓ ବୈଜ୍ଞାନକ ଦୃଷ୍ଟି କୋଣରୁ ଭଗବାନଙ୍କ ଉତ୍ପତିକୁ ଦେଖାଯାଏ, ତେବେ କୌଣସି ଭଗବାନ ବ୍ରାହ୍ମଣ ନୁହଁନ୍ତି ବୋଲି କୁଳପତି କହିଛନ୍ତି । ଏହାସହ ଭଗବାନ ଶିବଙ୍କୁ ନେଇ ସେ ଯେଉଁ ଆପତ୍ତି ଉଠାଇଛନ୍ତି ତାହା ଶିବଭକ୍ତଙ୍କ ଉପରେ ଗଭିର ପ୍ରଭାବ ପକାଇଛି । କୁଳପତି କହିଛନ୍ତି, ଭଗବାନ ଶିବ ଅନୁସୂଚିତ ଜାତି ଅବା ଅନୁସୂଚିତ ଜନଜାତି । ସେ ସବୁବେଳେ ବେକରେ ସାପ ଗୁଡାଇ ହୋଇ ଶ୍ମଶାନରେ ବସିଥାଆନ୍ତି । ତାଙ୍କୁ ପିନ୍ଧିବା ପାଇଁ ବି କମ କପଡା ଦିଆଯାଇଥାଏ । ତେଣୁ ମୋତେ ଲାଗୁନାହିଁ ଯେ ଭଗବାନ ଶିବ ବ୍ରାହ୍ମଣ ହୋଇଥିବେ । ତେଣୁ ମାନବଶାସ୍ତ୍ରୀୟ ଦୃଷ୍ଟିକୋଣରୁ ଦେଖିଲେ କୌଣସି ବି ଭଗବାନ ଉଚ୍ଚ ଜାତିର ନୁହେଁ ବୋଲି କୂଳପତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

ଖବରଦାତାଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ତୁମର ରିପୋର୍ଟିଂ ଦେଶଦ୍ରୋହ…

ଓ୍ବାଶିଂଟନ,୧୬।୫ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହା ମଧ୍ୟରେ, ଇରାନ ସମ୍ପର୍କରେ ଏକ ପ୍ରଶ୍ନ ପଚରାଯିବା ପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର

କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ଅଲିମ୍ପିକ୍ସ ଆୟୋଜନ, ବିଶ୍ୱ ବିକାଶର ଇଞ୍ଜିନ, … ନେଦରଲ୍ୟାଣ୍ଡସ ଗସ୍ତ ସମୟରେ ଭାରତର ଏଜେଣ୍ଡା ସ୍ଥିର କଲେ ପ୍ରଧାନମନ୍ତ୍ରୀ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସ୍‌ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ସମ୍ମୁଖରେ ‘ନୂତନ ଭାରତ’ର ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ…

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

ଭାରତ ଆସିବେ ପାକିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ! ପ୍ରଧାନମନ୍ତ୍ରୀଙ୍କୁ ମାଗିଲେ..

ନୂଆଦିଲ୍ଲୀ,୧୬।୫: ୨୦୨୬ ଆଇପିଏଲ ଫାଇନାଲ ଦିନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ମୋହସିନ ନକଭି ଅହମଦାବାଦରେ ଉପସ୍ଥିତ ରହିପାରନ୍ତି। ପ୍ରକୃତରେ, ଅହମଦାବାଦରେ ଏକ ଆଇସିସି (ଆନ୍ତର୍ଜାତୀୟ…

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri