OSSC ୨୫ କିଲୋମିଟର ଦୌଡ଼ ପରୀକ୍ଷା ବେଳେ ଅଘଟଣ: ଚାକିରି ଅଶାୟୀଙ୍କ ମୃତ୍ୟ

ସୁନ୍ଦରଗଡ,୪।୩(ଜୟ ନାରାୟଣ ମେଣ୍ଡୁଳି): ଓଏସ୍‌ଏସ୍‌ସି ଦ୍ୱାରା ଆୟୋଜିତ ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରୀକ୍ଷକ ପଦବୀ ପାଇଁ ଶାରୀରିକ ପରୀକ୍ଷା ଅନୁଷ୍ଠିତ ହେଉଥିବା ବେଳେ ଘଟିଛି ଦୁଃଖଦ ଘଟଣା। ଏହି ପରୀକ୍ଷା ଦୌଡ଼ ବେଳେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଛି। ମୃତ ପ୍ରାର୍ଥୀଙ୍କ ନାମ ପ୍ରବୀଣ କୁମାର ପଣ୍ଡା,ତାଙ୍କ ଘର ରାଉରକେଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଜଣାଯାଇଛି।

ଏହି ପରୀକ୍ଷାର ବ୍ୟାଚ ନମ୍ବର ଏ-୦୨ ଥିଲେ। ସେ ଫରେଷ୍ଟ ଗାର୍ଡ ଏବଂ ଫରେଷ୍ଟର ପଦବୀ ପାଇଁ ଆବେଦନ କରିଥିଲେ।ମଙ୍ଗଳବାର ସକାଳେ ସୁନ୍ଦରଗଡ ଭବାନୀପୁରରୁ ବାରଗଡ଼ ପର୍ଯ୍ୟନ୍ତ ୨୫ କିଲୋମିଟର ଦୌଡ଼ରେ ଭାଗ ନେଇଥିବା ବେଳେ ସଦର ଥାନା ଅଞ୍ଚଳର କିରେଇ ନିକଟରେ ସେ ଅଚେତ ହୋଇପଡ଼ିଥିଲେ। ଏହାପରେ ତାଙ୍କୁ ସଙ୍ଗେ ସଙ୍ଗେ ସୁନ୍ଦରଗଡ ସରକାରୀ ମେଡ଼ିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିଲା।

କିନ୍ତୁ ସେଠାରେ ପହଞ୍ଚି ବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଦେଇଥିଲେ। ଏହି ଅଘଟଣା କାରଣରେ ପରୀକ୍ଷାରେ ଅଂଶଗ୍ରହଣ କରୁଥିବା ଅନ୍ୟାନ୍ୟ ପ୍ରାର୍ଥୀମାନେ ଅତ୍ୟନ୍ତ ଦୁଃଖିତ ହୋଇପଡ଼ିଛନ୍ତି। ଓଏସ୍‌ଏସ୍‌ସି ଦ୍ୱାରା ଏହି ଅଘଟଣା ବିଷୟରେ ତଦନ୍ତ ଆରମ୍ଭ କରାଯାଇଛି। ଖବରପାଇ ସୁନ୍ଦର ଗଡ ଅତିରିକ୍ତ ଜିଲାପାଳ ରବିନାରାୟଣ ସାହୁ ଘଟଣାର ଅନୁଧ୍ୟାନ ସହ, ସଦରଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri