Video: କହିଲେ କରାଇଦେବେ ଚାକିରୀ, ଠକିନେଲେ ୯ ଲକ୍ଷ ଟଙ୍କା

ଭୁବନେଶ୍ୱର, ୧୨।୧: ପୁଣି ରାଜଧାନୀରେ ଚାକିରୀ ନାଁରେ ଠକେଇ ଅଭିଯୋଗ। ଚାକିରୀ କରେଇ ଦେବାକୁ କହି ଯୁବକଙ୍କଠାରୁ ଠକିନେଲେ 9 ଲକ୍ଷ ଟଙ୍କା। ସାଇବର ଥାନାରେ ଅଭିଯୋଗ ଦେଲେ ଯୁବକ। ବର୍ତ୍ତମାନ ସମୟରେ ଚାକିରୀ ଖଣ୍ଡିଏ ପାଇବା ପାଇଁ କାଇଁ କେତେ ଧାଁ ଧପଡ କରୁଥିଲା ବେଳେ ସୋସିଆଲ ମିଡିଆରେ ଯୁବକ ଯୁବତୀ ମାନଙ୍କୁ ଭକୁଆ ବନାଉଛନ୍ତି ସାଇବର ଲୁଟେରା ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ସୁନେଲି ସ୍ୱପ୍ନ: ବଢ଼ିଲା ମୁଣ୍ଡପିଛା ଋଣବୋଝ

ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ...

କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା...

KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ...

ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି...

ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ...

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…

ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା...

ମୋ ବସ୍‌ ଦୁର୍ଘଟଣା ମାମଲା : ଝିଅ ପରେ ଚାଲିଗଲା ମା’ଙ୍କ ଜୀବନ

ଭୁବନେଶ୍ୱର,୧୭ା୨(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡ଼ା ଡିଏନ୍‌ ରେଗାଲିଆ ନିକଟରେ ଶୁକ୍ରବାର ରାତିର ଘଟିଥିବା ମୋ ବସ୍‌ ଦୁର୍ଘଟଣାରେ ଆହତ ଆଉ ଜଣଙ୍କ...

କିଟ୍‌ର ୨ ସିକ୍ୟୁରିଟି ଗାର୍ଡ ଅଟକ

ଭୁବନେଶ୍ୱର,୧୭।୨:ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। କ୍ୟାମ୍ପସ ଭିତରେ ଛାତ୍ରଙ୍କୁ ମାଡ଼ ଘଟଣାରେ ୨ ସିକ୍ୟୁରିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri