Posted inଖେଳ

ସେମିଫାଇନାଲରେ ଯୋଦ୍ଧାସ, ଜାଏଣ୍ଟ୍ସ

ଭୁବନେଶ୍ୱର, ୬।୧ (ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍‌ଟିମେଟ ଖୋ ଖୋରେ ପ୍ରଥମ ଦୁଇ ଦଳଭାବେ ତେଲୁଗୁ ଯୋଦ୍ଧାସ ଓ ଗୁଜରାଟ ଜାଏଣ୍ଟ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ତେଲୁଗୁ ଯୋଦ୍ଧାସ ୩୮-୩୦ ପଏଣ୍ଟରେ ଚେନ୍ନାଇ କୁଇକ୍‌ ଗନ୍ସକୁ ଏବଂ ଗୁଜରାଟ ଜାଏଣ୍ଟ୍ସ ୪୬-୨୨ ବୃହତ୍‌ ବ୍ୟବଧାନରେ ରାଜସ୍ଥାନ ଓ୍ବାରିୟର୍ସକୁ ପରାସ୍ତ କରିଛି। ୮ ମ୍ୟାଚରୁ ୬ ବିଜୟ ସହ ତେଲୁଗୁ ଯୋଦ୍ଧାସ ୧୮ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ରହିଛି। ଗୁଜରାଟ ଜାଏଣ୍ଟ୍ସ ୭ ମ୍ୟାଚରୁ ୧୭ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଚେନ୍ନାଇ ୭ ମ୍ୟାଚରୁ ୧୬ ପଏଣ୍ଟ ଏବଂ ଓଡ଼ିଶା ଜଗରନଟ୍ସ ୭ ମ୍ୟାଚରୁ ୧୪ ପଏଣ୍ଟ ସହ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ଥାନରେ ରହିଛି। ଶନିବାର ଗୁଜରାଟ ଜାଏଣ୍ଟ୍ସ ଓ ଓଡ଼ିଶା ଜଗରନଟ୍ସ ଏବଂ ଚେନ୍ନାଇ କୁଇକ୍‌ ଗନ୍ସ ଓ ମୁମ୍ବାଇ ଖିଲାଡିଜ୍‌ ମଧ୍ୟରେ ମୁକାବିଲା ହେବ। ରାଜସ୍ଥାନ ଓ୍ବାରିୟର୍ସ ୮ ମ୍ୟାଚରୁ ୮ ପରାଜୟ ବରଣ କରି ନିମ୍ନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ସାଉଥ୍‌ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ସାଉଥ୍‌ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri