ଏଫ୍‌-୧୬ ଜେଟ୍‌ର ରକ୍ଷଣା ବେକ୍ଷଣରେ ପାକିସ୍ତାନକୁ ସାହାଯ୍ୟ କରିବ ଆମେରିକା

ୱାଶିଂଟନ,୮ ।୯: ଏଫ୍‌-୧୬ ଯୁଦ୍ଧ ବିମାନର ରକ୍ଷଣା ବେକ୍ଷଣ ପାଇଁ ଆମେରିକା ପାକିସ୍ତାନକୁ ୪୫୦ ମିଲିୟନ ଆମେରିକୀୟ ଡଲାର(୩୬୦୦ କୋଟି ଟଙ୍କା) ସହାୟତା ଅନୁମୋଦନ କରିଛି । ଆମେରିକାର ବୈଦେଶିକ ବିଭାଗ ଏହି ସୂଚନା ଦେଇଛି । ବୈଦଶିକ ବିଭାଗ କହିଛି ଏହି ଆର୍ଥିକ ସହାୟତା ପ୍ରତିରକ୍ଷା କ୍ଷେତ୍ରରେ ଏବେକାର ଆବଶ୍ୟକତା ପୂରଣ କରିବା ପାଇଁ ପାକିସ୍ତାନର ଦକ୍ଷତା ବଜାୟ ରଖିବ । ସୂଚନାଯୋଗ୍ୟ, ୨୦୧୮ରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ସମସ୍ତ ପ୍ରତିରକ୍ଷା ଓ ସୁରକ୍ଷା ସହାୟତା ବନ୍ଦ କରିବାକୁ ଘୋଷଣା କରିଥିବା ପରେ ପାକିସ୍ତାନ ପାଇଁ ଏହା ହେଉଛି ପ୍ରଥମ ପ୍ରମୁଖ ସୁରକ୍ଷା ସହାୟତା ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri